Odisha Link
Bridging the Missing Links in Odisha

ରାଜ୍ୟରେ ଖୋଲିବ ଆଉ ୭ଟି ନୂଆ ନର୍ସିଂ କଲେଜ, ୧୦ କୋଟି ଟଙ୍କା ଲେଖାଏଁ ବ୍ୟୟ ଅଟକଳ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆଉ ୭ଟି ନୂଆ ନର୍ସିଂ କଲେଜ ଖୋଲିବ। କୋରାପୁଟ, କଳାହାଣ୍ଡି ଓ ଅନୁଗୁଳ ସହ ୭ଟି ସ୍ଥାନରେ ନୂଆ ନର୍ସିଂ କଲେଜ ସ୍ଥାପନ କରାଯିବ। ପ୍ରତି ନର୍ସିଂ କଲେଜ ପାଇଁ ପ୍ରାରମ୍ଭିକ ଭାବେ ୧୦ କୋଟି ଟଙ୍କା ଲେଖାଏଁ ବ୍ୟୟ ଅଟକଳ ହୋଇଛି। ଅନୁମୋଦନ ପାଇଁ କେନ୍ଦ୍ର ସରକାରଙ୍କ ନିକଟକୁ ରାଜ୍ୟ ସରକାର ଡିପିଆର ପଠାଇଛନ୍ତି।

Leave A Reply

Your email address will not be published.