Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି; ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି

ଓଏଲ୍‌ ବ୍ୟୁରୋ: ବୁଣାକାର ଓ ହସ୍ତତନ୍ତ କାରିଗରଙ୍କ ପାଇଁ ଖୁସି ଖବର। ବଳିଆ ଯୋଜନାରେ ଋଣ ସହାୟତା ରାଶି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଣାକାର ଜୀବିକା ଓ ଆୟ ବୃଦ୍ଧି ସହାୟତା ଯୋଜନା ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ୧୮-୭୦ ବର୍ଷ ବୟସ ମଧ୍ୟରେ ସମସ୍ତ ବୁଣାକାର,ବୟନ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧମୁକ୍ତ ଋଣ ମିଳୁଥିଲା। ବର୍ତ୍ତମାନ ଏହାକୁ ୧ ଲକ୍ଷ କରାଯାଇଛି।

Leave A Reply

Your email address will not be published.