Odisha Link
Bridging the Missing Links in Odisha

ଟ୍ରକ୍-ବୋଲେରୋ ଧକ୍କା: ୨ ମୃତ, ୨ ଗୁରୁତର

ଓଏଲ୍‌ ବ୍ୟୁରୋ: କଣ୍ଟାବାଞ୍ଜି ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଟ୍ରକ୍-ବୋଲେରୋ ଧକ୍କା। ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଥିବାବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବଙ୍ଗୋମୁଣ୍ଡା ଥାନା ଫୁଗୁଡ଼ା ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଥିବାବେଳେ ୨ ଗୁରୁତର ଆହତଙ୍କୁ ବଙ୍ଗୋମୁଣ୍ଡା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.