Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି; ବଢ଼ିଲା ମହଙ୍ଗା ଭତ୍ତା

ଓଏଲ୍‌ ବ୍ୟୁରୋ: ରାଜ୍ୟର ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଦୁର୍ଗା ପୂଜା ଭେଟି। ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା। ମହଙ୍ଗା ଭତ୍ତା ୪୨ ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି ହୋଇଛି। ବଢ଼ିଥିବା ମହଙ୍ଗା ଭତ୍ତା ଦ୍ୱାରା ୭.୫ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ବୋଲି କୁହାଯାଉଛି।

ସୂଚନା ଅନୁସାରେ, ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଥିଲା। ବର୍ଦ୍ଧିତ ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହୋଇଥିଲା। ବର୍ଦ୍ଧିତ ହୋଇଥିବା ମହଙ୍ଗା ଭତ୍ତା ଗତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ବୋଲି ସୂଚନା ରହିଥିଲା।

Leave A Reply

Your email address will not be published.