Odisha Link
Bridging the Missing Links in Odisha
Daily Archives

October 25, 2023

ଭସାଣି ପାଇଁ ମୋ ବସ୍ ସେବା ବନ୍ଦ, ଜାରି…

ଓଏଲ୍‌ ବ୍ୟୁରୋ: ଅତି ଆଡ଼ମ୍ବରର ସହ ଶେଷ ହୋଇଛି ଦୁର୍ଗା ପୂଜା। ପୀଠ ଠାରୁ ପୂଜା ମଣ୍ଡପ ଯାଏଁ ସମସ୍ତ ନୀତି ଶେଷ ହୋଇଛି। ଆଉ କିଛି ସମୟ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଜଗତଜନନୀ। ଭସାଣି ପାଇଁ ମୋ ବସ୍ ସେବା ବନ୍ଦ ରଖାଯାଇଛି। ୩.୩୦ ପରଠାରୁ ମୋ ବସ୍ ଚଳାଚଳ ବନ୍ଦ ରଖାଯାଇଥିବା କ୍ରୁଟ୍ ପକ୍ଷରୁ…

ଏଣିକି ସ୍କୁଲ ବହିରେ…

ଓଏଲ୍‌ ବ୍ୟୁରୋ: ପୁଣି ଥରେ ଚର୍ଚ୍ଚାରେ 'ଇଣ୍ଡିଆ' ବଦଳରେ 'ଭାରତ'। ରାଷ୍ଟ୍ରୀୟ ଶିକ୍ଷା ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ ପ୍ୟାନେଲ ତରଫରୁ ସମସ୍ତ ଏନସିଇଆରଟି ପାଠ୍ୟ ପୁସ୍ତକରେ ଇଣ୍ଡିଆ ସ୍ଥାନରେ ଭାରତ ଲେଖାଯିବା ପ୍ରସ୍ତାବ ପ୍ରଦାନ କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଏହି ନିଷ୍ପତ୍ତି…

ସମୁଦ୍ରରେ ଗାଧୋଇବା ହେଲା କାଳ, ଚାଲିଗଲା…

ଓଏଲ୍‌ ବ୍ୟୁରୋ: ପୁରୀ ସମୁଦ୍ରରେ ବୁଡ଼ି ଜଣେ ପର୍ଯ୍ୟଟକଙ୍କ ଜୀବନ ଚାଲିଯାଇଥିବା ଜଣା ପଡିଛି। ମୃତକ ହେଲେ ପଶ୍ଚିମବଙ୍ଗର ୨୧ ବର୍ଷୀୟ ଅର୍ଚ୍ଚିତ ବାନାର୍ଜୀ। ପରିବାର ସହ ପୂଜା ଛୁଟି କଟେଇବାକୁ ପୁରୀ ଆସିଥିବା ସୂଚନା ରହିଛି। ସମୁଦ୍ରରେ ଗାଧୋଇବା ବେଳେ ଜୁଆରରେ ପଶ୍ଚିମବଙ୍ଗର ଅର୍ଚ୍ଚିତ ବାନାର୍ଜୀ ଭାସି…

ଗଭୀର ଅବପାତର ରୂପ ନେଲା ବାତ୍ୟା ହାମୁନ,…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ‘ହାମୁନ’ ଓ ଆରବ ସାଗରରେ ‘ତେଜ’ ସକ୍ରିୟ ରହିଛି। ବଙ୍ଗୋପସାଗରରେ ଭୀଷଣ ରୂପ ନେଲା ବାତ୍ୟା ‘ହାମୁନ୍‌’। ଏହା ଆହୁରି ଘନୀଭୂତ ହୋଇ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ୬ ଘଣ୍ଟା ହେଲା ୧୮ କିମି ବେଗରେ ଆଗକୁ ଗତି କରୁଛି। ସାମୁଦ୍ରିକ ଘୂର୍ଣ୍ଣିଝଡ଼ ହାମୁନ୍ ବର୍ତ୍ତମାନ…

ବିଦ୍ୟାଳୟ ପାଠାଗାର ବହିକିଣା ଦୁର୍ନୀତି:…

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବାର୍ଷିକ ବହିକିଣା ଯୋଜନାରେ ବ୍ୟାପକ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ନେଇ ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ଏ ମାମଲା ରୋଚକ ମୋଡ଼ ନେଇଛି। ଓସେପାର ପୁସ୍ତକ ଚୟନ ପ୍ରକ୍ରିୟାକୁ…

ମୋବାଇଲକୁ ଆସୁଛି ଏମରଜେନ୍ସି ଆଲର୍ଟ,…

ଓଏଲ୍‌ ବ୍ୟୁରୋ: ମୋବାଇଲ ବ୍ୟବହାର କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି। ଆଜି ସକାଳୁ ସକାଳୁ ମୋବାଇଲକୁ ଏମରଜେନ୍ସି ଆଲର୍ଟ ଆସୁଛି। ମୋବାଇଲରେ ଜରୁରୀକାଳୀନ ସୂଚନା ଦେବା ଭଳି ଏକ ମେସେଜ୍ ଆସୁଛି, ଯାହାକୁ ଦେଖି ଅନେକ ଆଶଙ୍କାରେ ପଡିଛନ୍ତି। ଏହି ମେସେଜ୍ କିଏ ଓ କାହିଁକି…

ଛାତ୍ରଙ୍କ ମାଡ଼ରେ ଅଧ୍ୟାପକ ମୃତ,…

ଓଏଲ୍‌ ବ୍ୟୁରୋ: ଝାରସୁଗୁଡାରେ ଛାତ୍ର ମାଡ଼ରେ ଗୁରୁତର ହୋଇ ଅଧ୍ୟାପକଙ୍କ ୯ ମାସ ପରେ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। କଟାପାଲି ପିକେଏସଏସ୍‌ କଲେଜ ଅଧ୍ୟାପକ ଅମିତ ବାରିକଙ୍କ ମୃତ୍ୟୁ ହୋଇଛି। ଅଧ୍ୟାପକ ଅମିତ ବାରିକ ୯ ମାସ ଧରି ବୁର୍ଲାରେ ଚିକିତ୍ସାଧୀନ ଥିଲେ। ଫେବୃଆରୀ ୨୨ରେ ଛାତ୍ରଙ୍କ…

ବ୍ରହ୍ମପୁର ଭସାଣିରେ ବାଜିବନି ଡିଜେ,…

ଓଏଲ୍‌ ବ୍ୟୁରୋ: ଅତି ଆଡ଼ମ୍ବରର ସହ ଶେଷ ହୋଇଛି ଦୁର୍ଗା ପୂଜା। ପୀଠ ଠାରୁ ପୂଜା ମଣ୍ଡପ ଯାଏଁ ସମସ୍ତ ନୀତି ଶେଷ ହୋଇଛି। ଆଉ କିଛି ସମୟ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଜଗତଜନନୀ। ଏଥିପାଇଁ ବନ୍ଦୋବସ୍ତ ଶେଷ ପର୍ଯ୍ୟାୟରେ ପହଁଞ୍ଚିଛି। ବ୍ରହ୍ମପୁର ଭସାଣରେ କୌଣସି ପୂଜା ମଣ୍ଡପ ବଜାଇପାରିବେନି ଡିଜେ।…

ଗାଜା-ଇସ୍ରାଏଲ୍ ସଂଘର୍ଷ: ପଣବନ୍ଦୀ ଥିବା…

ଓଏଲ୍‌ ବ୍ୟୁରୋ: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ହମାସ ଉପରେ ଇସ୍ରାଏଲର ଘନ ଘନ ଆକ୍ରମଣ ଜାରି ରହିଛି। ଗାଜା ସୀମାନ୍ତବର୍ତ୍ତୀ ଅଞ୍ଚଳକୁ…

ଅବପାତରେ ପରିଣତ ହେବ ବାତ୍ୟା…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ‘ହାମୁନ’ ଓ ଆରବ ସାଗରରେ ‘ତେଜ’ ସକ୍ରିୟ ରହିଛି। ବଙ୍ଗୋପସାଗରରେ ଭୀଷଣ ରୂପ ନେଲା ବାତ୍ୟା ‘ହାମୁନ୍‌’। ଏହା ଆହୁରି ଘନୀଭୂତ ହୋଇ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ୬ ଘଣ୍ଟା ହେଲା ୧୮ କିମି ବେଗରେ ଆଗକୁ ଗତି କରୁଛି। ସାମୁଦ୍ରିକ ଘୂର୍ଣ୍ଣିଝଡ଼ ହାମୁନ୍ ବର୍ତ୍ତମାନ…