Odisha Link
Bridging the Missing Links in Odisha

ଆଗକୁ ସାଧାରଣ ନିର୍ବାଚନ, ବାଲୁକା କଳାରେ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ପ୍ରକାର ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ। ଅକ୍ଟୋବର ୨୭ରୁ ଡିସେମ୍ବର ୯ ଯାଏଁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ କରାଯିବ।

ତେବେ ଏନେଇ ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ମାଧ୍ୟମରେ ସଚେତନତା କରାଯାଇଛି। ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ହୋଇଥିବା ବାଲୁକା କଳାର ଉଦଘାଟନ କଲେ ରାଜ୍ୟ ନିର୍ବାଚନ ଅଧିକାରୀ। ଆଜିଠାରୁ ଡିସେମ୍ବର ୯ ଯାଏଁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ କରାଯିବ।

Leave A Reply

Your email address will not be published.