Odisha Link
Bridging the Missing Links in Odisha

ପାଖେଇ ଆସୁଛି ନିର୍ବାଚନ: କେନ୍ଦ୍ରାପଡ଼ା ଜିଲ୍ଲାର ପର୍ଯ୍ୟବେକ୍ଷକ ହେଲେ ପ୍ରତାପ ଜେନା

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ବିଜୁ ଜନତା ଦଳ ଏହି ରେସରେ ଆଗେଇ ଚାଲିଛି।  ଏହାରି ମଧ୍ୟରେ ସଂଜୟ ଦାସବର୍ମା, ପ୍ରତାପ ଜେନାଙ୍କୁ ନୂଆ ଦାୟିତ୍ୱ ମିଳିଛି।

କେନ୍ଦ୍ରାପଡ଼ା ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଥିବାବେଳେ ସଂଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦାଇତ୍ୱ ଦେଇଛନ୍ତି।

Leave A Reply

Your email address will not be published.