ବିଧାନସଭା: ନଭେମ୍ବର ୨୧ରୁ ଶୀତକାଳୀନ…
ଓଏଲ୍ ବ୍ୟୁରୋ: ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ…