Odisha Link
Bridging the Missing Links in Odisha
Daily Archives

November 7, 2023

କ୍ରୀଡ଼ାର ବିକାଶ ପାଇଁ ଆଉ ପାଦେ, ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ଉଦଘାଟନ ହେଲା ଓଡ଼ିଶା ଟେବୁଲ ଟେନିସ ଏକାଡେମୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଏକାଡେମୀକୁ ଉଦଘାଟନ କରିଛନ୍ତି। ଏଥିସହିତ ୨୯ତମ ରାଜ୍ୟ ଟେବୁଲ ଟେନିସ ଚାମ୍ପିଅନସିପ୍‌ର ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଏହି ଅତ୍ୟାଧୁନିକ ଇଣ୍ଡୋର ଷ୍ଟାଡିୟମରେ ୧୬ଟି ଟିଟି ଟେବୁଲ,…

ଉପବାଚସ୍ପତି ପଦରୁ ଇସ୍ତଫା ଦେବେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେବେ ରଜନୀକାନ୍ତ ସିଂହ। ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ ସିଂହଙ୍କୁ ଇସ୍ତଫା ଦେବା ପାଇଁ ଦଳ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେ ଆସନ୍ତାକାଲି ବିଧିବଦ୍ଧ ଭାବେ ବାଚସ୍ପତିଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେବେ ବୋଲି ଜଣାପଡ଼ିଛି।…

ଆଉ ନାହାନ୍ତି ମହେଶ୍ବର ମହାନ୍ତି,…

ଓଏଲ୍‌ ବ୍ୟୁରୋ: ପରଲୋକରେ ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତି। ପୁରୀ ରାଜନୀତିର ଭୀଷ୍ମ ସବୁଦିନ ପାଇଁ ଆରପାରିକୁ ଚାଲିଗଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ପୁରୀ ବାସଭବନରେ ପାର୍ଥିବ ଶରୀର ପହଂଚିଥିଲା।…

ଆସନ୍ତା ୨୦ରେ ଓଡ଼ିଶା ଆସିବେ ମହାମହିମ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନଭେମ୍ବର ୨୦ରେ ଓଡ଼ିଶା ଆସୁଥିବା ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ଏହି ସଂକେତ ମିଳିଛି। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…

ଛତିଶଗଡ଼ରେ ନିର୍ବାଚନୀ ହିଂସା: ୩ ଯବାନ…

ଓଏଲ୍‌ ବ୍ୟୁରୋ: ସକାଳ ୭ଟାରୁ ଆରମ୍ଭ ହୋଇଛି ଛତିଶଗଡ଼ ଓ ମିଜୋରାମ ବିଧାନସଭା ନିର୍ବାଚନ। ଛତିଶଗଡ଼ର ୨୦ଟି ଆସନରେ ମତଦାନ ଚାଲିଥିବା ବେଳେ ମିଜୋରାମର ୪୦ଟି ଆସନରେ ମତଦାନ ହେଉଛି। ଏଥିପାଇଁ ଉଭୟ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସବୁଠୁ ବଡ଼କଥା ହେଲା କି ମତଦାନ ଆରମ୍ଭ ହେଉ ହେଉ ଛତିଶଗଡ଼ର…

ଆରପାରିରେ ମହେଶ୍ୱର ମହାନ୍ତି; ଶେଷଦର୍ଶନ…

ଓଏଲ୍‌ ବ୍ୟୁରୋ: ପରଲୋକରେ ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତି। ପୁରୀ ରାଜନୀତିର ଭୀଷ୍ମ ସବୁଦିନ ପାଇଁ ଆରପାରିକୁ ଚାଲିଗଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ପୁରୀ ବାସଭବନରେ ପାର୍ଥିବ ଶରୀର ପହଂଚିଛି। କର୍ମକ୍ଷେତ୍ର…

ନଭେମ୍ବର ୧୨ରେ ଦୀପାବଳୀ; ଜାଣନ୍ତୁ ଏହି…

ଓଏଲ୍‌ ବ୍ୟୁରୋ: ଆସନ୍ତା ନଭେମ୍ବର ୧୨ରେ ଆଲୋକର ପର୍ବ ଦୀପାବଳୀ ପାଳନ କରାଯିବ। ଏହି ଦିନ ଧନଧାତ୍ରୀ ମା ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନ କରାଯାଏ। ମା ଲକ୍ଷ୍ମୀଙ୍କ ପାଖେ ପୂଜା କରି ଧନ ବୃଦ୍ଧି, ସମୃଦ୍ଧି ଓ ଶାନ୍ତି ପାଇଁ ପୂଜାର୍ଚ୍ଚନା କରାଯାଏ। ଚଳିତ ବର୍ଷ ଦୀପାବଳି ଦିନ ସକାଳେ ସ୍ନାନ କରିବା ତର୍ପଣ ଓ…

ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଅସଦାଚରଣ,…

ଓଏଲ୍‌ ବ୍ୟୁରୋ: ଚଣ୍ଡୀପୁର ହାଇସ୍କୁଲରେ ପ୍ରଧାନ ଶିକ୍ଷକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଖବର ସାମ୍ନାକୁ ଆସିଥିଲା। ଏହି ଘଟଣାର ଅଭିଯୋଗ ପରେ ପ୍ରଧାନ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକ ଜଣକ ହେଉଛନ୍ତି ଗୋବିନ୍ଦ ଜେନା ଯିଏକି ଚଣ୍ଡୀପୁର ହାଇସ୍କୁଲରେ କାର୍ଯ୍ୟରତ ଥିଲେ। ପ୍ରଧାନ ଶିକ୍ଷକ…

ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜ…

ଓଏଲ୍‌ ବ୍ୟୁରୋ: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ସନ୍ଦେହ ବଢୁଥିବାବେଳେ ସାମ୍ନାକୁ ଆସିଥିଲା ଶବ ବ୍ୟବଚ୍ଛେଦ ରିପୋର୍ଟ। ରାଉରକେଲା ସହକାରୀ ଜିଲ୍ଲାପାଳ ପାଣିରେ ବୁଡ଼ି ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଥିଲା। ତେବେ ଏହି ଘଟଣାରୁ ଶୀଘ୍ର ପର୍ଦ୍ଦା ହଟିବ ବୋଲି…

ଲୁଟେରାଙ୍କ ଲଙ୍କାକାଣ୍ଡ; ବନ୍ଧୁକ ଦେଖାଇ…

ଓଏଲ୍‌ ବ୍ୟୁରୋ: ଆଜିକାଲି ଲୁଟେରା ମାନେ ବିଭିନ୍ନ ଉପାୟରେ ଠକେଇ କରିବାରେ ଲାଗିଛନ୍ତି। କେତେବେଳେ ଅନଲାଇନ ଲୁଟିଲେଣି ତ କେତେବେଳେ ରାସ୍ତା କଡ଼ରୁ, ଏଭଳି ଘଟଣା ଅନେକ ସମୟରେ ସାମ୍ନାକୁ ଆସୁଛି। ଏଥିରେ ଶିକାର ହେଉଥିବା ଅନେକ ବ୍ୟକ୍ତି ଥାନାରେ ମଧ୍ୟ ଏତଲା ଦେଉଛନ୍ତି। ତେବେ ଏଥର ଏହି ଲୁଟର ଶିକାର…