Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଭୁବନେଶ୍ବର ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଘର ରେଡ୍‌ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ହୋଇଛି।