Odisha Link
Bridging the Missing Links in Odisha

ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା

ଓଏଲ୍‌ ବ୍ୟୁରୋ: ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ବ୍ୟବସ୍ଥା ସ୍ୱତନ୍ତ୍ର ବ୍ୟବସ୍ତା ହେବ। ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ଏସଓପି କରିବାକୁ ଲକ୍ଷ୍ୟ କରାଯାଇଛି। ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯିବ ବୋଲି ଏସଓପି କରିବାକୁ ସ୍ଥିର କରାଯାଇଛି। ତେବେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁ ଜଗା ଦର୍ଶନ ପାଇଁ ଆଉ ଅସୁବିଧାର ସମ୍ମୁଖୀନ ହେବେ ନାହିଁ।