Odisha Link
Bridging the Missing Links in Odisha

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା: ୫ ମୃତ, ବଢିପାରେ ମୃତାହତଙ୍କ ସଂଖ୍ୟା

ଓଏଲ୍‌ ବ୍ୟୁରୋ: ଜମ୍ମୁ ଓ କାଶ୍ମୀର ଡୋଡା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ୨୫୦ ମିଟର ତଳକୁ ଯାତ୍ରୀବାହୀ ବସ୍ ଖସି ପଡିଛି। ଦୁର୍ଘଟଣାରେ ପାଖାପାଖି ୫ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ତେବେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।

Leave A Reply

Your email address will not be published.