Odisha Link
Bridging the Missing Links in Odisha
Daily Archives

November 16, 2023

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା; ୧୮ରେ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୮ ତାରିଖ ସକାଳ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଉପକୂଳ ମୁହାଁ ହେଲା ବେଳକୁ ଏହା ଦୁର୍ବଳ ହୋଇ ବାଂଲାଦେଶର ମୋଙ୍ଗଲା ଓ ଖେପୁପରା ନିକଟରେ ସ୍ଥଳଭାଗ ଅତିକ୍ରମ କରିପାରେ। ଏହାର…

ଜୟନାରାୟଣଙ୍କ ଜାମିନ ଆବେଦନ ମାମଲା:…

ଓଏଲ୍‌ ବ୍ୟୁରୋ: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଏହି ମାମଲାରେ ହାଇକୋର୍ଟରେ ଶୁଣାଣି ଶେଷ ହୋଇଥିବାବେଳେ ରାୟ ସଂରକ୍ଷିତ ରଖାଯାଇଛି। ୨ଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ଜୟନାରାୟଣ। କ୍ଷେତରାଜପୁର ଥାନା ଓ ଧନୁପାଲି ଥାନା ମାମଲାରେ ଆବେଦନ…

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ…

ଓଏଲ୍‌ ବ୍ୟୁରୋ: ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ନିର୍ଦ୍ଦେଶକ ପଦ ପୂରଣ ପ୍ରସଙ୍ଗରେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ହାଇକୋର୍ଟଙ୍କୁ କ୍ଷମା ମାଗିଛନ୍ତି। ବ୍ୟକ୍ତିଗତ ଭାବେ ହାଜର ହୋଇ କ୍ଷମା ମାଗିଲେ ସ୍ୱତନ୍ତ୍ର ସଚିବ। ନିୟମିତ ନିର୍ଦ୍ଦେଶକ ପଦବୀ ଯଥାଶୀଘ୍ର ପୂରଣ ପାଇଁ ପ୍ରତିଶ୍ରୁତି ଦେଲେ।…

ଛତିଶଗଡ଼ ନିର୍ବାଚନ: ଆସନ୍ତାକାଲି ଅନ୍ତିମ…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଆରମ୍ଭ ହୋଇ ସାରିଛି। ଆସନ୍ତାକାଲି…

ଟନେଲ ତଳେ ଫସି ରହିଛି ୪୦ ଶ୍ରମିକଙ୍କ…

ଓଏଲ୍‌ ବ୍ୟୁରୋ: ଉତ୍ତରକାଶୀରେ ନିର୍ମାଣାଧିନ ଟନେଲ ଭୁଶୁଡ଼ିବା ଘଟଣା ସାମ୍ନାକୁ ଆସିଥିଲା। ଏହି ଟନେଲରେ ୪୦ ଶ୍ରମିକ ଫସି ରହିଛନ୍ତି। ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସିରହିଥିବା ୪୦ ଶ୍ରମିକଙ୍କୁ ଉଦ୍ଧାର ପାଇଁ ୪ ଦିନ ଧରି ରେସକ୍ୟୁ ଚାଲିଛି। ଫସିଥିବା ଶ୍ରମିକଙ୍କୁ ବାହାର କରିବାକୁ…

ଏବେ ମରାମତି ହେବନି ଶ୍ରୀମନ୍ଦିର…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ ଦିଆଯାଇଥିବାବେଳେ ନାଟମଣ୍ଡପ ମରାମତି ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ। କେତେବେଳେ ମରାମତି କାର୍ଯ୍ୟ ହେବ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ। କେତେବେଳେ କାମ ହେବ,…

ପାଗରେ ପରିବର୍ତ୍ତନ; ଆସୁଛି ବାତ୍ୟା!

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଅବପାତ। ବାତ୍ୟାର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ୧୮ ତାରିଖ ସକାଳ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଉପକୂଳ ମୁହାଁ ହେଲା ବେଳକୁ ଏହା ଦୁର୍ବଳ ହୋଇ ବାଂଲାଦେଶର ମୋଙ୍ଗଲା ଓ ଖେପୁପରା ନିକଟରେ ସ୍ଥଳଭାଗ ଅତିକ୍ରମ…

ଫାଇନାଲ ପାଇଁ ଫାଇଟ୍: ଟସ୍ ଜିତିଲା…

ଓଏଲ୍‌ ବ୍ୟୁରୋ: ଚଳିତ ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପର ଦ୍ବିତୀୟ ସେମିଫାଇନାଲ ଆରମ୍ଭ ହେବାକୁ ଯାଉଛି। ଟସ୍ ଜିତି ଦକ୍ଷିଣ ଆଫ୍ରିକା ବ୍ୟାଟିଂ ନିଷ୍ପତି ନେଇଥିବାବେଳେ ପ୍ରଥମେ ବୋଲିଂ କରିବ ଅଷ୍ଟ୍ରେଲିଆ। ଅଷ୍ଟ୍ରେଲିଆ ନବମ ଓ ଦକ୍ଷିଣ ଆଫ୍ରିକା ପଞ୍ଚମ ଥର ଲାଗି ସେମିଫାଇନାଲ ଖେଳିବାକୁ ଯାଉଛନ୍ତି।…

ଭିଜିଲାନ୍ସ ପଞ୍ଝାରେ କିରାଣି, ଲାଞ୍ଚ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ କିରାଣି। ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ ଅଧିକାରୀ ଜଣକ ହେଉଛନ୍ତି କବିରପୁର ହାଇସ୍କୁଲର କିରାଣି ମହେଶ୍ବର ସାମଲ। ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠୁ ୪ହଜାର ଲାଞ୍ଚ ନେଇ କବିରପୁର ହାଇସ୍କୁଲର କିରାଣି ମହେଶ୍ବର ସାମଲ ଧରାପଡ଼ିଛନ୍ତି। ଜଣେ…

ନାଟମଣ୍ଡପ ମରାମତି ନିର୍ଦ୍ଦେଶ:…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ ଦିଆଯାଇଥିବାବେଳେ ନାଟମଣ୍ଡପ ମରାମତି ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ। ଏନେଇ ଆଜି ଅପରାହ୍ନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଶ୍ରୀମନ୍ଦିର ପ୍ରଶାସନ, ଏଏସ୍ଆଇ…