Odisha Link
Bridging the Missing Links in Odisha

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନକାଉଣ୍ଟର ବେଳେ ୩ ଆତଙ୍କୀ ନିପାତ

ଓଏଲ୍‌ ବ୍ୟୁରୋ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଏନକାଉଣ୍ଟର ବେଳେ ୩ ଆତଙ୍କୀ ନିପାତ ହୋଇଛନ୍ତି। ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ମିଳିତ ଏନ୍‌କାଉଣ୍ଟରରେ ୩ ଲସ୍କର ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ଘଟଣାସ୍ଥଳରେ ଆଉ ୨ ଆତଙ୍କବାଦୀ ଲୁଚିଥିବା ଆଶଙ୍କା କରାଯାଉଥିବାବେଳେ ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.