ଆଗକୁ ସାଧାରଣ ନିର୍ବାଚନ: ବିଜେଡିରେ…
ଓଏଲ୍ ବ୍ୟୁରୋ: ଆଗକୁ ସାଧାରଣ ନିର୍ବାଚନ। ରାଜନୀତିରେ ପାଦ ଥାପିଛନ୍ତି ଲୋକପ୍ରିୟ ପୂର୍ବତନ ଆଇଏଏସ ଅଫିସର ତଥା ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଆଜି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ୫-ଟି ଅଧ୍ୟକ୍ଷ। ମୁଖ୍ୟମନ୍ତ୍ରୀ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର…