Odisha Link
Bridging the Missing Links in Odisha
Monthly Archives

November 2023

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର…

ଓଏଲ୍‌ ବ୍ୟୁରୋ: ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। ରତ୍ନଭଣ୍ଡାରର ଲେଜର ସ୍କାନିଂ ପାଇଁ ଏଏସଆଇକୁ ଅନୁମତି ମିଳିଛି। ପ୍ରଥମେ ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ ହେବ। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ଏଥିସହ ଶ୍ରୀମନ୍ଦିର ପରିସର ଅନ୍ୟାନ୍ୟ ଛୋଟବଡ଼…

ବିଜେଡି, ବିଜେପି ଓ ବିଆରଏସ୍‌ ଛାଡିବା…

ଓଏଲ୍‌ ବ୍ୟୁରୋ: କଂଗ୍ରେସରେ ଯୋଗ ଦେବେ ଆଦିବାସୀ ନେତା ଜୟରାମ ପାଙ୍ଗି। ଡିସେମ୍ବର ୨ ତାରିଖରେ ହେବାକୁ ଥିବା ମିଶ୍ରଣ ପର୍ବରେ ଜୟରାମ ପାଙ୍ଗି ଓ ତାଙ୍କ ସମର୍ଥକ କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗ ଦେବେ। ଏନେଇ ଖୋଦ୍‌ ସୂଚନା ଦେଇଛନ୍ତି ଜୟରାମ ପାଙ୍ଗି। ସବୁଠୁ ବଡ଼କଥା ହେଲା କିଛି ଦିନ ତଳେ ଜୟରାମ ପାଙ୍ଗି…

ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ…

ଭୁବନେଶ୍ୱର: ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ। ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ ଡକ୍ଟର ସୁରଜିତ୍‌ ପତର। କଂକ୍ରିଟ୍‌ ତିଆରି ସେତୁ ନଦୀକୁ…

ରାୟପୁର ଷ୍ଟାଡିୟମ୍‌ରେ ନାହିଁ ବିଦ୍ୟୁତ;…

ଓଏଲ୍‌ ବ୍ୟୁରୋ: ବର୍ତ୍ତମାନ ଭାରତ-ଅଷ୍ଟ୍ରେଲିଆ ଦ୍ବିପାକ୍ଷିକ ଟି-୨୦ ସିରିଜ ଚାଲିଛି। ପ୍ରଥମ ଦୁଇଟି ମୁକାବିଲାରେ ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ହରାଇ ସିରିଜରେ ୨-୦ରେ ଆଗୁଆ ରହିଛି। ସିରିଜର ତୃତୀୟ ମୁକାବିଲା ନଭେମ୍ବର ୨୮ରେ ଗୁଆହାଟିରେ ଖେଳାଯିବ। ଏଥିପାଇଁ ଦଳ ଆରମ୍ଭ ଆଜି ସନ୍ଧ୍ୟାରେ ଝାଳବୁହା ପରିଶ୍ରମ…

ସମ୍ବିଧାନ ସମ୍ପର୍କରେ ସଚେତନତା ସୃଷ୍ଟି…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ୍‌ (ସ୍ନିଲ୍‌) ରେ ଆଇନ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନେ ରବିବାର ସମ୍ବିଧାନ ଦିବସ ଅବସରରେ ସମାନତା, ଭ୍ରାତୃତ୍ୱ ଓ ଧର୍ମନିରପେକ୍ଷତାର ନୀତି ଓ ଆଦର୍ଶକୁ ଦର୍ଶାଇ ସହରର ଏକ ଜନଗହଳି ପୂର୍ଣ୍ଣ…

ନବୀନଙ୍କ ଆଶୀର୍ବାଦ ନେଇ ପାଣ୍ଡିଆନ ଆରମ୍ଭ…

ଓଏଲ୍‌ ବ୍ୟୁରୋ:ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଓଡ଼ିଶା ରାଜନୀତିରେ ନୂଆ ଯୁଗ ଆରମ୍ଭ। ଓଡ଼ିଶା ରାଜନୈତକି ଦୃଷ୍ଟିକୋଣରୁ ଦେଖିଲେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ଦିନ। କାରଣ ଦଶହରାର ନବମୀ ତିଥିରେ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭି.କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ ଆଜି ବିଧିବଦ୍ଧ ଭାବେ…

କାର୍ତ୍ତିକ ପୂର୍ଣ୍ଣିମାରେ…

ଓଏଲ୍‌ ବ୍ୟୁରୋ:ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଓଡ଼ିଶା ରାଜନୀତିରେ ନୂଆ ଯୁଗ ଆରମ୍ଭ। ଓଡ଼ିଶା ରାଜନୈତକି ଦୃଷ୍ଟିକୋଣରୁ ଦେଖିଲେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ଦିନ। କାରଣ ଦଶହରାର ନବମୀ ତିଥିରେ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭି.କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ ଆଜି ବିଧିବଦ୍ଧ ଭାବେ…

ସୃଷ୍ଟି ହେଲା ଲଘୁଚାପ; ବଙ୍ଗୋପସାଗରରେ…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଅନୁମାନ କରିଛି। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ ଉତ୍ତର ଦିଗରେ ଗତି କରି ଅବପାତ ରୂପ ନେବ। ୨୯ରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ…

କାର୍ତ୍ତିକ ପୂର୍ଣ୍ଣିମାରେ…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟ ରାଜନୀତିକୁ ନେଇ ଏକ ବଡ ଧରଣର ଖବର ସାମ୍ନାକୁ ଆସିଛି। ରାଜନୀତିରେ ପାଦ ଥାପିଛନ୍ତି ଲୋକପ୍ରିୟ ପୂର୍ବତନ ଆଇଏଏସ ଅଫିସର ତଥା ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଆଜି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ…

ଡିସେମ୍ବର ୪ରୁ ସଂସଦର ଶୀତ ଅଧିବେଶନ;…

ଓଏଲ୍‌ ବ୍ୟୁରୋ: ସଂସଦର ଶୀତ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ। ଶୀତ ଅଧିବେଶନ ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଚଳିତଥର ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି। ସଂସଦର ଶୀତ ଅଧିବେଶନ ପୂର୍ବରୁ ଡିସେମ୍ବର ୨ରେ ଏକ ସର୍ବଦଳୀୟ…