Odisha Link
Bridging the Missing Links in Odisha

ଆଜି ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ। ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ କରାଯିବ ପଇତାଲାଗି ନୀତି। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି।