Odisha Link
Bridging the Missing Links in Odisha
Daily Archives

December 11, 2023

ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ…

ଓଏଲ୍‌ ବ୍ୟୁରୋ: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ। ଆଜି ବସିଥିବା ବିଧାୟକ ଦଳ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ। ଯାଦବ ଉଜ୍ଜୟୀନ ଦକ୍ଷିଣ…

ନକ୍ସଲଙ୍କ ତାଣ୍ଡବ: ଆଇଡି ବିସ୍ଫୋରଣରେ ୨…

ଓଏଲ୍‌ ବ୍ୟୁରୋ: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମାରେ ନକ୍ସଲଙ୍କ ଆଇଡିି ବିସ୍ଫୋରଣ। ଯାହାରିଫଳରେ ୨ ଜଣ ଯବାନ ଗୁରୁତର ଆହାତ ହୋଇଛନ୍ତି। ଉଭୟ ଯବାନଙ୍କୁ ଉତ୍ତମ ଚିକିତ୍ସା ନିମନ୍ତେ ରାୟପୁର ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ମୁତାବକ, ଆଜି ସକାଳେ ଡାମବାମ ସିଆରିପିଏଏଫ୍ କ୍ୟାମ୍ପରୁ…

ଆଜିଠୁ ଦେବ ଦୀପାବଳି; ଦୀପରେ ଝଲସିବ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଦେବ ଦୀପାବଳି ଉତ୍ସବ। ଏଥିପାଇଁ ବଡ଼ ଦେଉଳରେ ଦେଖିବାକୁ ମିଳିଛି ପ୍ରବଳ ଭିଡ଼। ତିନି ଦିନ ଧରି ପୁରୀରେ ଘରେ ଘରେ ହେବ ଦୀପ ପ୍ରଜ୍ୱଳନ। ଆସନ୍ତାକାଲି ବଡଦାଣ୍ଡରେ ହେବ ସମୂହ ଦୀପଦାନ। ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ଓ ଛତିଶାନିଯୋଗ ପକ୍ଷରୁ ୧ ଲକ୍ଷ ଦୀପ…

ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତି ବୈଧ:…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ଧାରା ୩୭୦ ଉଚ୍ଛେଦ ଉପରେ ଐତିହାସିକ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ଲାଗିଲା ସୁପ୍ରିମ ମୋହର। ଜମ୍ମୁ କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ କରିବାକୁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତିକୁ ବୈଧ କହିଲେ ସୁପ୍ରିମକୋର୍ଟ। ଧାରା ଉଚ୍ଛେଦ…

ସୁପ୍ରିମକୋର୍ଟଙ୍କ ବଡ ରାୟ: ୩୭୦ ଧାରା…

ଓଏଲ୍‌ ବ୍ୟୁରୋ: ୩୭୦ ଉଚ୍ଛେଦକୁ ସୁପ୍ରିମକୋର୍ଟଙ୍କ ବଡ ରାୟ।ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ପ୍ରଧାନ ବିଚାରପତି ଏନ. ଭି. ରମନ୍ନାଙ୍କ ନେତୃତ୍ୱରେ ଗଠିତ ପାଞ୍ଚ ଜଣିଆ ଖଣ୍ଡପୀଠ ସର୍ବସମ୍ମତି କ୍ରମେ ଏହି ଧାରା ଏକ ଅସ୍ଥାୟୀ…