Odisha Link
Bridging the Missing Links in Odisha

ଆସନ୍ତାକାଲି ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ; ଅଧ୍ୟକ୍ଷତା କରିବେ ବିଜେଡି ସୁପ୍ରିମୋ

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ଏହି ରାଜନୈତିକ ଅଙ୍କକଷା ମଧ୍ୟରେରେ ବିଜୁ ଜନତା ଦଳ ମଧ୍ୟ ନିଜର ଗୋଟି ଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତାକାଲି ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ। ଶଙ୍ଖ ଭବନରେ ପୂର୍ବାହ୍ନରେ ଏହି ବୈଠକ ଆୟୋଜିତ ହେବ। ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜିତ ହେବ।

Leave A Reply

Your email address will not be published.