Odisha Link
Bridging the Missing Links in Odisha

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍

ଓଏଲ୍‌ ବ୍ୟୁରୋ: ଲାଞ୍ଚ ନେବା ପଡ଼ିଲା ମହଙ୍ଗା। ଭିଜିଲାନ୍ସ ପଞ୍ଝାରେ ସେକ୍ସନ ଅଫିସର୍। ୮ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର୍। ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଧରାପଡ଼ିଥିବା ବ୍ୟକ୍ତି ହେଉଛନ୍ତି ଭୁବନେଶ୍ୱର କ୍ଷୁଦ୍ର ଜଳସେଚନ ଅଫିସର ଏସ୍ଓ ଶୁଭ୍ରକାନ୍ତ ସ୍ୱାଇଁ। କଣ୍ଟ୍ରାକ୍ଟର ଲାଇସେନ୍ସ ଇସ୍ୟୁ କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ।

Leave A Reply

Your email address will not be published.