ଆଇପିଏସ୍ ସ୍ତରରେ ଅଦଳବଦଳ; ବି.…
ଓଏଲ୍ ବ୍ୟୁରୋ: ଆଇପିଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। କେନ୍ଦ୍ରୀୟ ଡେପୁଟେସନରୁ ଫେରି ନିଯୁକ୍ତି ଅପେକ୍ଷାରେ ଥିବା ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକାଙ୍କୁ ଆଜି ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ବି. ରାଧିକାଙ୍କୁ ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ ଦାୟିତ୍ବ ମିଳିଥିବା…