Odisha Link
Bridging the Missing Links in Odisha

ଆଇପିଏସ୍‌ ସ୍ତରରେ ଅଦଳବଦଳ: ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା ହେଲେ ବି. ରାଧିକା

ଓଏଲ୍‌ ବ୍ୟୁରୋ: ଆଇପିଏସ୍‌ ସ୍ତରରେ ପୁଣି ଥରେ ଅଦଳବଦଳ କରାଯାଇଛି। କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିଥିବା ବି. ରାଧିକାଙ୍କୁ ନୂଆ ଦାୟିତ୍ୱ ମିଳିଛି। ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା ହେଲେ ବି. ରାଧିକା। ଏସଏଫଏସଏଲର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ ରାଧିକା। ଆଶିଷ ସିଂଙ୍କୁ ଓପିଏଚଡବ୍ଲୁର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏସ୍‌. ସାଇନିଙ୍କୁ ସିଏଡବ୍ଲୁ ଓ ସିଡବ୍ଲୁର ଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।