Odisha Link
Bridging the Missing Links in Odisha

ରାଉରକେଲାରେ ବ୍ୟାପୁଛି ଝାଡ଼ାବାନ୍ତି; ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ରାଜ୍ୟରେ ୧୦ ଡିଗ୍ରୀ ତଳେ ୭ ସହର ରହିଛି। ଏହାରି ମଧ୍ୟରେ ରାଉରକେଲାରେ ସ୍ଵାସ୍ତ୍ୟବସ୍ଥା ଏବେ ଚିନ୍ତାର ବିଷୟ ପାଲଟିଛି। ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ରାଉରକେଲାରେ ବ୍ୟାପୁଛି ଝାଡ଼ାବାନ୍ତି। ଝାଡ଼ାବାନ୍ତି ଜନିତ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ଡାକ୍ତରଖାନାରେ ଶତାଧିକ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି।

Leave A Reply

Your email address will not be published.