Odisha Link
Bridging the Missing Links in Odisha

ଆରଡ଼ି ପୀଠରେ ୫-ଟି ଅଧ୍ୟକ୍ଷ; ବିଭିନ୍ନ ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା

ଓଏଲ୍ ବ୍ୟୁରୋ: ଆରଡି ଆଖଣ୍ଡଳମଣି ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏହା ସହ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଖୁବଶୀଘ୍ର ବାବା ଆଖଣ୍ଡଳମଣି ପୀଠର ରୂପରେଖ ବଦଳିବ। ଆରଡି ପୀଠରେ ପ୍ରଥମେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ। ପରେ ମାଷ୍ଟର ପ୍ଲାନକୁ ଦେଖିବା ସହ ସେବାୟତଙ୍କ ସହ ଆଲୋଚନା କରିଥିଲେ। ବାବାଙ୍କୁ ଦର୍ଶନ କରି ଆଶିଷ ନେବା ସହ ଉନ୍ନତିମୂଳକ କାର୍ଯ୍ୟରେ ସମୀକ୍ଷା କରିଛନ୍ତି। ଏହା ସହ ଯେଉଁ ସବୁ ଅଭିଯୋଗ ଅଛି ତାହା ଖୁବଶୀଘ୍ର ପୂରଣ କରାଯିବ ବୋଲି ୫-ଟି ଅଧ୍ୟକ୍ଷ କହିଛନ୍ତି।

Leave A Reply

Your email address will not be published.