Odisha Link
Bridging the Missing Links in Odisha

ଆହୁରି ସୁଗମ ହେବ ଗମନାଗମନ ବ୍ୟବସ୍ଥା: ଆଜିଠୁ ରାଉରକେଲାରୁ କୋଲକାତାକୁ ଉଡ଼ିବ ବିମାନ

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ଗମନାଗମନ ବ୍ୟବସ୍ଥା। ଏଣିକି ଦେଢ ଘଣ୍ଟାରେ ରାଉରକେଲାରୁ ଯାଇହେବ କୋଲକତା। ରାଜ୍ୟ ସରକାରଙ୍କ ସହଯୋଗରେ ଆଜିଠୁ ରାଉରକେଲାରୁ କୋଲକତାକୁ ବିମାନ ସେବା ଆରମ୍ଭ ହେବ। ଅପରାହ୍ନ ସାଢେ ୩ଟା ସମୟରେ ରାଉରକେଲା ଵିମାନ ବନ୍ଦରରୁ କୋଲକାତା ଵିମାନ ଚଳାଚଳ ଆରମ୍ଭ ହେଵ। ସପ୍ତାହରେ ୩ ଦିନ ମଙ୍ଗଳବାର, ଗୁରୁବାର, ଶନିବାର ବିମାନ ସେବା ମିଳିବ।

ଏହି ବିମାନ ସେବା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟରେ ରାଉରକେଲାରୁ କୋଲକତା ରାଉରକେଲାରୁ କୋଲକାତା ଵିମାନ ସେଵା ପାଇଁ ପ୍ରାରମ୍ଭିକ ବିମାନ ଦେୟ ୧ ହଜାର ୯୯୯ ଟଙ୍କା ରହିଛି। ଏହାଦ୍ବାର ସହରର ବ୍ୟବସାୟୀ ଅଧିକ ଉପକୃତ ହେବେ ବୋଲି କହିଛନ୍ତି। ଅପରାହ୍ନ ସାଢେ ୩ଟା ସମୟରେ ରାଉରକେଲା ଵିମାନ ବନ୍ଦରରୁ କୋଲକାତା ଵିମାନ ଚଳାଚଳ ଆରମ୍ଭ ହେଵ।

Leave A Reply

Your email address will not be published.