Odisha Link
Bridging the Missing Links in Odisha
Monthly Archives

January 2024

ହେମନ୍ତ ସୋରେନଙ୍କୁ ଗିରଫ କଲା ଇଡି

ଓଏଲ୍‌ ବ୍ୟୁରୋ: ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ଦୀର୍ଘ ୫ ଘଣ୍ଟାରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି ଇଡି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଜି ରାତି ୯.୩୫ ମିନିଟରେ ଗିରଫ କରିଛି ଇଡି ବୋଲି ସୂଚନା ରହିଛି। ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ…

ଝାଡ଼ଖଣ୍ଡ ଟାଇଗର ଚମ୍ପାଇ ସୋରେନ ହେବେ ନୂଆ…

ଓଏଲ୍‌ ବ୍ୟୁରୋ: ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଇଡି ଆଜି ଅପରାହ୍ନ ୩ଟାରୁ ହେମନ୍ତଙ୍କୁ ଜେରା ଆରମ୍ଭ କରିଥିଲା। ୫ ଘଣ୍ଟାରୁ ଅଧିକ ସମୟ ଜେରା କରିବା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ ଇଡିର ଅଧିକାରୀମାନେ ବାହାରି ଯାଇଛନ୍ତି। ଜେରା ଶେଷ ହେବା କ୍ଷଣି ହେମନ୍ତ ସୋରେନ…

ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ପୁଣିଥରେ ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୮ ବ୍ୟାଚ୍ ଆଇପିଏସ୍ ରାଜେଶ କୁମାରଙ୍କୁ ରେଳବାଇ ଓ ଉପକୂଳ ସୁରକ୍ଷା ଅତିରିକ୍ତ ଡିଜି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ…

ଓଏଲ୍‌ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରାଯାଇଛି। ପ୍ରାୟ ୬ ହଜାର ପ୍ରତିଭାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଜିଲ୍ଲା ଓ ବ୍ଲକସ୍ତରୀୟ ପୁରସ୍କାରକୁ ମିଶାଇ ସମୁଦାୟ ୫୪ ହଜାରରୁ ଅଧିକ ପୁରସ୍କାର ପ୍ରଦାନ…

ଫେବ୍ରୁଆରୀ ୩ରୁ ଏକାମ୍ର ଉତ୍ସବ: ଭାଷା,…

ଓଏଲ୍‌ ବ୍ୟୁରୋ: ଭାଷା, ସଂସ୍କୃତି ସମ୍ମିଳନୀ ସହ ଝୁମିବେ ରାଜଧାନୀବାସୀ। ଫେବୃଆରୀ ୩ରୁ ଆରମ୍ଭ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)  ପକ୍ଷରୁ ଫେବୃଆରୀ ୩ରୁ ଫେବୃଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡ଼ିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ…

ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଇଡିର…

ଓଏଲ୍‌ ବ୍ୟୁରୋ: ପୁଣିଥରେ ଚର୍ଚ୍ଚାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ପ୍ରବର୍ତନ ନିର୍ଦ୍ଦେଶାଳୟ ବା ଇଡିରେ ହାଜର ହେବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସମାନ ଜାରି ହୋଇଛି। ଆସନ୍ତା ୨ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ମଦ ଦୁର୍ନୀତି ମାମଲାରେ ପ୍ରବର୍ତନ…

ପୁଣି ଚର୍ଚ୍ଚାକୁ ଆସିଲା ଜ୍ଞାନବ୍ୟାପି…

ଓଏଲ୍‌ ବ୍ୟୁରୋ: ପୁଣି ଚର୍ଚ୍ଚାକୁ ଆସିଲା ଜ୍ଞାନବ୍ୟାପି ମସଜିଦ ମାମଲା। ଜ୍ଞାନବ୍ୟାପୀ ମାମଲାରେ ବାରଣାସୀ ଜିଲ୍ଲା କୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ହିନ୍ଦୁ ପକ୍ଷଙ୍କୁ ପୂଜା ପାଇଁ କୋର୍ଟଙ୍କ ପକ୍ଷରୁ ଅନୁମତି ମିଳିଛି। ୭ ଦିନ ମଧ୍ୟରେ ସମସ୍ତ ବ୍ୟବସ୍ଥା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। କାଶୀ…

ଆଉ ୩ଟି ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜିଠୁ ଆଉ ତିନି ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍। ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଗଡ଼ିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିଛନ୍ତି। ଫେବ୍ରୁଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ବସ୍‌…

ଚିକିତ୍ସା କ୍ଷେତ୍ରରେ ସଫଳତା; ଶିଶୁ…

ଓଏଲ୍‌ ବ୍ୟୁରୋ: ଚିକିତ୍ସା କ୍ଷେତ୍ରରେ ନୂଆ ଅଧ୍ୟାୟ। ମା’ କୋଳକୁ ଏକା ସଂଗେ ଆସିଥିଲେ ତିନୋଟି ଶିଶୁ। ତେବେ ଦୁଇ ଶିଶୁଙ୍କର ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁ ହୋଇଯାଇଥିବା ବେଳେ ମା’ କୋଳରେ ଏକାକୀ ରହିଯାଇଥିବା ଶିଶୁ କନ୍ୟାଟିର ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହୋଇଯାଇଥିଲା। ଚିକିତ୍ସା ପାଇଁ…

ବଡ଼ଦାଣ୍ଡରେ ଜନସମାଗମ; ଶ୍ରୀମନ୍ଦିର…

ଓଏଲ୍‌ ବ୍ୟୁରୋ: ବଡ଼ଦାଣ୍ଡରେ ଜନସମାଗମ ଲାଗିରହିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ଲୋକେ ପୁରୀ ଆସୁଛନ୍ତି। ସମସ୍ତ ବସ୍ ଆସି ସଙ୍ଗମ ପାର୍କିଂରେ ରହୁଛି। ସେଠାରୁ ଭକ୍ତମାନଙ୍କୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…