Odisha Link
Bridging the Missing Links in Odisha
Daily Archives

January 3, 2024

ରେଙ୍ଗାଲି ବୋର୍‌ୱେଲରୁ ଶିଶୁ ଉଦ୍ଧାର…

ଓଏଲ୍‌ ବ୍ୟୁରୋ: ସମ୍ବଲପୁର ରେଙ୍ଗାଲି ଅଞ୍ଚଳର ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟାକୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ଶିଶୁକନ୍ୟା ବିଜୟିନୀକୁ ତା ଜନ୍ମଦାତ୍ରୀ ମା’କୁ ଦିଆନଯିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲ୍ଲା ପ୍ରଶାସନର ଶିଶୁ ପାଳନ କେନ୍ଦ୍ରରେ ବିଜୟିନୀକୁ ରଖାଯିବ। ପରେ ପୋଷ୍ୟ ସନ୍ତାନ…

ଷ୍ଟିଲ ପ୍ଲାଣ୍ଟରେ ଅଘଟଣ; ବିସ୍ଫୋରଣର…

ଓଏଲ୍‌ ବ୍ୟୁରୋ: ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଛି। କେନ୍ଦୁଝର ଷ୍ଟିଲପ୍ଲାଣ୍ଟ ଇଣ୍ଡକସନ୍‌ ଫର୍ଣ୍ଣେସରେ ବିସ୍ଫୋରଣ ହୋଇଛି। ରୁଗୁଡ଼ି ଥାନା ବରପଦାଠାରେ ଥିବା ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ କ୍ଷୟକ୍ଷତି ନେଇ ଏଯାଏ କିଛି ସ୍ପଷ୍ଟ ଜଣାପଡ଼ି ନାହିଁ।…

କମିଶନରେଟ୍ ପୁଲିସକୁ ସଫଳତା: ବନ୍ଧା ହେଲେ…

ଓଏଲ୍‌ ବ୍ୟୁରୋ: କମିଶନରେଟ୍ ପୁଲିସକୁ ସଫଳତା ମିଳିଛି। ପାହାଡ଼ି ଗ୍ୟାଙ୍ଗର ୮ ଲୁଟେରାଙ୍କୁ ବାନ୍ଧିଲା କମିଶନରେଟ୍ ପୁଲିସ। ୨୨ଟି ମୋବାଇଲ୍‌ ସହ ୧ ଲକ୍ଷ ୩୦ ହଜାର ଟଙ୍କା ଜବତ ହୋଇଛି। ମୋ ବସ୍ ଓ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଲୁଟ୍ କରୁଥିଲେ। ଗିରଫ ୮ ଜଣ ଲୁଟେରା ଝାଡ଼ଖଣ୍ଡର ସୂଚନା ମିଳିଛି। ରାଜ୍ୟ ଓ…

ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା;…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ତେବେ ଏହି ସମୟରେ ପର୍ଯ୍ୟଟକ ପାଇଁ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପ୍ରସ୍ତୁତ କରାଯାଏ। ଏହାରି ମଧ୍ୟରେ ପିକନିକ ଋତୁରେ ମାତ୍ରାଧିକ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା। ସ୍କୁଲ ବସ ପାଇଁ ଆସିଲା ଗାଇଡଲାଇନ। ନୂଆ ଗାଇଡଲାଇନ ଆଣିଲା ସଡକ ଓ ପରିବହନ…

ବଢୁଛି କରୋନା ସଂକ୍ରମଣ; ରାଜ୍ୟରେ ଆଉ ୩…

ଓଏଲ୍‌ ବ୍ୟୁରୋ: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ JN.1। ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ୬୦୨ କୋରୋନା ଆକ୍ରାନ୍ତ ଚିହ୍ନଟ। ସକ୍ରିୟ ଆକ୍ରାନ୍ତଙ୍କ…

“ଯାହାଙ୍କୁ ଗଢ଼ିଥିଲି, ତାଙ୍କ ଗୁଣ…

ଓଏଲ୍‌ ବ୍ୟୁରୋ: ଆଜି ଖୋର୍ଦ୍ଧାରେ ଜାନକୀ ଜୟନ୍ତୀ ପାଳନ ଅବସରରେ ଯୋଗ ଦେଇଥିଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ପୁଣିଥରେ ପୁରୁଣା ଢଙ୍ଗରେ ସାମ୍ବାଦିକଙ୍କ ପ୍ରଶ୍ନର ରଖିଲେ ସୌମ୍ୟ ପଟ୍ଟନାୟକ। ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି ଶ୍ରୀ…

ଚାଷୀର ବିକାଶ ରାଜ୍ୟର ବିକାଶ:…

ଓଏଲ୍‌ ବ୍ୟୁରୋ: ବଲାଙ୍ଗୀରବାସୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ଲୋୟର ସୁକତେଲ ପ୍ରକଳ୍ପର ଲୋକାର୍ପଣ କରାଯାଇଛି। ୨୭୨୩ କୋଟିରେ ସୁକତେଲ ପ୍ରକଳ୍ପ ନିର୍ମିତ ହୋଇଛି। ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।…

ପୁଣି ମୁହଁ ଖୋଲିଲେ ସୌମ୍ୟ ପଟ୍ଟନାୟକ;…

ଓଏଲ୍‌ ବ୍ୟୁରୋ: କିଛି ଦିନର ବ୍ୟବଧାନ ପରେ ପୁଣି ମୁହଁ ଖୋଲିଲେ ଚର୍ଚ୍ଚିତ ବିଧାୟକ ସୌମ୍ୟ ପଟ୍ଟନାୟକ। ଖୋର୍ଦ୍ଧାରେ ଜାନକୀ ଜୟନ୍ତୀ ଅବସରରେ ସୌମ୍ୟ ପଟ୍ଟନାୟକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଓଡ଼ିଆ ଅସ୍ମିତା, ପରିକ୍ରମା ପ୍ରକଳ୍ପ, ନିଜ ଭବିଷ୍ୟତ ନେଇ ମନ୍ତବ୍ୟ ଦେଲେ। ବିକାଶ ନାଁରେ ରାସ୍ତାଘାଟ, କୋଠାବାଡ଼ି…

ବଲାଙ୍ଗୀରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଲାଙ୍ଗୀରବାସୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ଲୋୟର ସୁକତେଲ ପ୍ରକଳ୍ପର ଲୋକାର୍ପଣ କରାଯାଇଛି। ୨୭୨୩ କୋଟିରେ ସୁକତେଲ ପ୍ରକଳ୍ପ ନିର୍ମିତ ହୋଇଛି। ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ୧୧୨ଟି…

ରାଜଧାନୀବାସୀଙ୍କୁ ବିଏମ୍‌ସିର ଚେତାବନୀ;…

ଓଏଲ୍‌ ବ୍ୟୁରୋ: ରାଜଧାନୀରେ ଖୋଲାରେ ଅଳିଆ ପକାଇଲେ ଫାଇନ କାଟିବ ବିଏମସି। ଏନେଇ ବିଭିନ୍ନ ସଙ୍ଘ ସହ ବୈଠକ କରି ବିଏମସି ସଚେତନ କରିଛି। ଯେଉଁ ଦୋକାନ ଖିଲାପ କରିବେ ତାଙ୍କଠାରୁ ଜରିମାନା ଆଦାୟ କରାଯିବ। ଏନେଇ ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି। ଅନ୍ୟପଟେ, ଭୁବନେଶ୍ବର ସୈନକ ସ୍କୁଲ…