Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ

ଓଏଲ୍‌ ବ୍ୟୁରୋ: ଆସାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏନ୍‌ଏଚ୍‌ରେ ପିକନିକ ଯାଉଥିବା ମିନି ବସ୍‌କୁ ଧକ୍କା ଦେଲା ଟ୍ରକ୍‌। ଜୋରହାଟ ଜିଲ୍ଲା ଦେରଗାଓଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ବର୍ଷ ଆରମ୍ଭରୁ ଏଭଳି ଦୁର୍ଘଟଣା ଖବର ଏବେ ଚିନ୍ତାର ବିଷୟ ପାଲଟିଛି।

Leave A Reply

Your email address will not be published.