Odisha Link
Bridging the Missing Links in Odisha

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୩ ଏସ୍ଓଜି ଯବାନ ଆହତ

ଓଏଲ୍‌ ବ୍ୟୁରୋ: ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଶଗଡ଼ା ଫାଣ୍ଡି ଅଞ୍ଚଳ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ସର୍ଚ୍ଚ ଅପରେସନ ବେଳେ ଫୁଟିଲା ଲ୍ୟାଣ୍ଡମାଇନ। ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଅଞ୍ଚଳରେ ୩ ଏସଓଜି ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର ପାଇଁ ୨ ଟିମ ଗଲା। ବାତେପଙ୍ଗା ଜଙ୍ଗଲରେ ବିସ୍ଫୋରଣ ହୋଇଥିବା ସୂଚନା ରହିଛି।

Leave A Reply

Your email address will not be published.