ହାଇଟେକ୍ ହସ୍ପିଟାଲ ଟ୍ରାଜେଡି:…
ଓଏଲ୍ ବ୍ୟୁରୋ: ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ଡିସେମ୍ବର ୨୯ରେ ବିସ୍ଫୋରଣ ଘଟଣା ସାମ୍ନାକୁ ଆସିଥିଲା। ଏହି ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ଶ୍ରୀତମ ସାହୁ ଏବଂ ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗର ଚାଇଁପୁର ଗାଁରେ।…