Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ; ୭ଟି ଜାଗାରେ ଚାଲିଛି ଚଢ଼ାଉ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ ଚାଲିଛି। ଭିଜିଲାନ୍ସ ଜାଲରେ ପଡିଥିବା ଏମଭିଆଇ ହେଉଛନ୍ତି ପଞ୍ଚାନନ ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମଭିଆଇ ପଞ୍ଚାନନ ବେହେରାଙ୍କ ବାସଭବନ ସହ ଭଡା ଘରେ ଚଢ଼ାଉ କରାଯାଉଛି। ନିଶ୍ଚିତକୋଇଲି ବାଲିଅପଦା ସ୍ଥିତ ଘର ସମେତ ୭ଟି ଜାଗାରେ ଚାଲିଛି ଚଢ଼ାଉ। ୫ଜଣିଆ ଟିମ୍ ଛାନଭିନ କରୁଥିବା ସୂଚନା ରହିଛି।

Leave A Reply

Your email address will not be published.