Odisha Link
Bridging the Missing Links in Odisha
Daily Archives

January 11, 2024

ଦିଲ୍ଲୀରେ ଭୂକମ୍ପ ଝଟ୍‌କା; ରିକ୍ଟର…

ଓଏଲ୍‌ ବ୍ୟୁରୋ: ଭୂକମ୍ପରେ ଥରିଲା ଦିଲ୍ଲୀ ସମେତ ଭାରତର କିଛି ଅଞ୍ଚଳ। ଭୂମିକମ୍ପର କେନ୍ଦ୍ରସ୍ଥଳୀ ନେପାଳରେ ହୋଇଥିବାବେଳେ ସେଠାରେ ରେକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ ବୋଲି ଜଣାପଡିଛି। ତେବେ କୌଣସି କ୍ଷୟକ୍ଷତିର ସ୍ପଷ୍ଟ ସୂଚନା ମିଳିପାରିନାହିଁ। ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜିର ତଥ୍ୟ ମୁତାବକ,…

ଜାଲ୍‌ ଦସ୍ତଖତରେ ଶିକ୍ଷକ ନିଯୁକ୍ତି…

ଓଏଲ୍‌ ବ୍ୟୁରୋ: ଜାଲ୍‌ ଦସ୍ତଖତରେ ଶିକ୍ଷକ ନିଯୁକ୍ତି ମାମଲା ସାମ୍ନାକୁ ଆସିଥିଲା। ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। କାହିଁକି ଏଫଆଇଆର ଉପରେ କାର୍ଯ୍ୟାନୁଷ୍ଠାନ ହୋଇନି ବୋଲି ହାଇକୋର୍ଟ ଜବାବ ମାଗିଲେ। କେନ୍ଦ୍ରାପଡ଼ା…

ଆସନ୍ତା ୧୭ରେ ପରିକ୍ରମା ପ୍ରକଳ୍ପ…

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଶ୍ୱର୍ରେ ଚାଲିଥିବା ପରିକ୍ରମା ପ୍ରକଳ୍ପ(ଐତିହ୍ୟ କରିଡର)ର…

ଫେବୃଆରୀ ୩ରୁ ପ୍ରଥମ ବିଶ୍ବ ଓଡିଆ ଭାଷା…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ମାସରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଆ ଭାଷା ସମ୍ମିଳନୀ। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି। ଏଥିପାଇଁ ସବୁ…

ହାଇଟେକ୍ ହସ୍ପିଟାଲ ମାମଲା: ବିସ୍ଫୋରଣର…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ଡିସେମ୍ବର ୨୯ରେ ବିସ୍ଫୋରଣ ଘଟଣା ସାମ୍ନାକୁ ଆସିଥିଲା। ଭୁବନେଶ୍ୱର ହାଇଟେକ୍‌ ହସ୍ପିଟାଲ ବିସ୍ଫୋରଣର ଶ୍ରମ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ହସ୍ପିଟାଲକୁ ସ୍ୱତନ୍ତ୍ର ଟିମ୍‌ ପଠାଇ ତଦନ୍ତ ଆରମ୍ଭ କଲା ବିଭାଗ। ମୃତାହତ…

ସମ୍ବଲପୁର ବୋରୱେଲ ଟ୍ରାଜେଡି: ବିଜୟ ଲାଭ…

ଓଏଲ୍‌ ବ୍ୟୁରୋ: ସମ୍ବଲପୁର ରେଙ୍ଗାଲି ଅଞ୍ଚଳର ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟାକୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଭିମସାର ମେଡିକାଲରୁ ବିଜୟିନୀ ଡିସଚାର୍ଜ ହୋଇଛି। ଡିସଚାର୍ଜ ପରେ ବିଜୟିନୀକୁ ଶିଶୁ ଗୃହକୁ ନିଆଯିବ। ମାସେ ହେଲା ଭୀମସାରରେ ବିଜୟିନୀ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୨…

ଓଏଲ୍‌ ବ୍ୟୁରୋ: କାମାକ୍ଷାନଗର ଆଲୁଅଝରଣ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଆଲୁଅଝରଣ ନିକଟରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଜିଲ୍ଲା…

ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ରାମଲାଲାଙ୍କ ପାଇଁ କୋଣ ଅନୁକୋଣରୁ ଆସୁଛି ଉପହାର।…

ଜାନୁଆରୀ ୩୧ରୁ ବଜେଟ୍ ଅଧିବେଶନ;…

ଓଏଲ୍ ବ୍ୟୁରୋ: ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି କେନ୍ଦ୍ରୀୟ ବଜେଟ୍ ଅଧିବେଶନ। ଦ୍ୱିତୀୟଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହେବ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ଅଧିବେଶନର ପ୍ରଥମ ଦିନରେ ଲୋକସଭାରେ ୨୦୨୩-୨୪ ଆର୍ଥିକ ବର୍ଷର…

ବଲାଙ୍ଗୀର ଗସ୍ତରେ ୫-ଟି ଅଧ୍ୟକ୍ଷ;…

ଓଏଲ୍‌ ବ୍ୟୁରୋ: ବଲାଙ୍ଗୀର ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ‘ନୂଆ-ଓ’ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୋଗ ଦେବେ। ଏହା ସହ ବିଭିନ୍ନ କଲେଜର ୧୦ ହଜାର ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି। ସରକାରୀ ସ୍କୁଲରେ ପଢି ସଫଳତାର ଶୀର୍ଷ ଛୁଇଁଥିବା ସଫଳ…