Odisha Link
Bridging the Missing Links in Odisha

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଓଏଲ୍‌ ବ୍ୟୁରୋ: କାମାକ୍ଷାନଗର ଆଲୁଅଝରଣ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଆଲୁଅଝରଣ ନିକଟରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.