Odisha Link
Bridging the Missing Links in Odisha

ଦିଲ୍ଲୀରେ ଭୂକମ୍ପ ଝଟ୍‌କା; ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ

ଓଏଲ୍‌ ବ୍ୟୁରୋ: ଭୂକମ୍ପରେ ଥରିଲା ଦିଲ୍ଲୀ ସମେତ ଭାରତର କିଛି ଅଞ୍ଚଳ। ଭୂମିକମ୍ପର କେନ୍ଦ୍ରସ୍ଥଳୀ ନେପାଳରେ ହୋଇଥିବାବେଳେ ସେଠାରେ ରେକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ ବୋଲି ଜଣାପଡିଛି। ତେବେ କୌଣସି କ୍ଷୟକ୍ଷତିର ସ୍ପଷ୍ଟ ସୂଚନା ମିଳିପାରିନାହିଁ। ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜିର ତଥ୍ୟ ମୁତାବକ, ଭୂମିକମ୍ପ ଆଜି ଅନୁଭୂତ ହୋଇଛି। କେନ୍ଦ୍ରସ୍ଥଳୀରେ ଏହା ୫ କିଲୋମିଟର ଗଭୀରତାରେ ସଙ୍ଗଠିତ ହୋଇଛି। ତେବେ କୌଣସି କ୍ଷୟକ୍ଷତିର ସ୍ପଷ୍ଟ ସୂଚନା ମିଳିପାରିନାହିଁ।