Odisha Link
Bridging the Missing Links in Odisha
Daily Archives

January 12, 2024

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ…

ଓଏଲ୍‌ ବ୍ୟୁରୋ: ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲ। ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଏସବୁ ମଧ୍ୟରେ ସାମ୍ନାକୁ ଆସିଛି ବଡ଼ ଖବର। ସମସ୍ତ ୪ ଶଙ୍କରାଚାର୍ଯ୍ୟ ଅଯୋଧ୍ୟାରେ ଜାନୁଆରୀ ୨୨ ତାରିଖରେ ହେବାକୁ ଥିବା…

ଏଣିକି ୨୦ ମିନିଟରେ ସମୁଦ୍ର ପାର, ସେତୁରେ…

ଓଏଲ୍‌ ବ୍ୟୁରୋ: ଲୋକାର୍ପିତ ହେଲା ଭାରତର ଦୀର୍ଘତମ ସମୁଦ୍ର ସେତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି। ଏହି ସେତୁର ଲମ୍ବ ୨୧.୮ କିଲୋମିଟର। ଏଥିରୁ ୧୬.୫ କିଲୋମିଟର ସମୁଦ୍ର ଉପରେ ରହିଛି। ବାକି ଅଂଶ ଭୂମି ଉପରେ…

କୃଷି ଓଡ଼ିଶା ୨୦୨୪ ଉଦଘାଟିତ, ଏବର୍ଷର…

ଓଏଲ୍‌ ବ୍ୟୁରୋ: ଉଦଘାଟିତ ହେଲା ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ୱାନ…

ନିର୍ବାଚନ କମିଟି ଗଢ଼ିଲା ଓଡ଼ିଶା କଂଗ୍ରେସ,…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପ୍ରସ୍ତୁତି ଆରମ୍ଭ କଲା ଓଡ଼ିଶା କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରିଛି। କମିଟିର ଅଧ୍ୟକ୍ଷ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ରହିଥିବାବେଳେ ଦଳର ବରିଷ୍ଠ ନେତାଙ୍କ ସମେତ ଯୁବ ଓ ମହିଳା…

ଆରମ୍ଭ ହେଲା ‘କୃଷି ଓଡ଼ିଶା-୨୦୨୪’;…

ଓଏଲ୍‌ ବ୍ୟୁରୋ: କୃଷିକ୍ଷେତ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉପାୟରେ ପ୍ରାଧାନ୍ୟ ଦେଇଛନ୍ତି। ତେବେ ଆଜିଠୁ ଆରମ୍ଭ ହୋଇଛି ‘କୃଷି ଓଡ଼ିଶା-୨୦୨୪’। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମାବେଶକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କାର୍ଯ୍ୟକ୍ରମରେ ୫ ହଜାର…

ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ;…

ଓଏଲ୍‌ ବ୍ୟୁରୋ: ଦେଶରେ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ JN.1। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ବର୍ତ୍ତମାନ ଦେଶରେ କରୋନା ସକ୍ରିୟ ମାମଲା ସଂଖ୍ୟା ୫୦୦୦କୁ ବୃଦ୍ଧିପାଇଛି। ଏହା ସହ ନୂଆ ଭାରିଆଣ୍ଟ ପାଇଁ…

ଲୋକାର୍ପିତ ହେଲା ଭାରତର ଦୀର୍ଘତମ ସମୁଦ୍ର…

ଓଏଲ୍‌ ବ୍ୟୁରୋ: ଭାରତର ଦୀର୍ଘତମ ସମୁଦ୍ର ପୋଲ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍‌ଟିଏଚ୍ଏଲ୍) ଆଜି ଉଦ୍‌ଘାଟନ ହୋଇଛି। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି…

ପୁଣି ଓଡ଼ିଶାକୁ ଗର୍ବିତ କଲା ଗଞ୍ଜାମ;…

ଓଏଲ୍‌ ବ୍ୟୁରୋ: ପୁଣି ଓଡ଼ିଶାକୁ ଗର୍ବିତ କଲା ଗଂଜାମ। ସ୍ବଚ୍ଛ ସର୍ବେକ୍ଷଣ ପୁରସ୍କାର ପାଇଲା ଗଞ୍ଜାମର ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ। ଲକ୍ଷେ ଜନସଂଖ୍ୟାରୁ କମ୍ ଶ୍ରେଣୀ ସହର ଭିତରେ ସ୍ବଚ୍ଛତାରେ ଚିକିଟି ପ୍ରଥମ ସ୍ଥାନ ଅଧିକାର କରିଛି। ଦେଶର ୪୬ ସହରକୁ ପଛରେ ପକାଇ ଚିକିଟି ଶ୍ରେଷ୍ଠ ସ୍ଥାନ ହାସଲ…

ଏଣିକି ସହଜରେ ପଢ଼ିହେବ ଡାକ୍ତରୀ ଚିଠା:…

ଓଏଲ୍‌ ବ୍ୟୁରୋ: ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ବିଭାଗୀୟ ନିର୍ଦ୍ଦେଶ ଜାରି ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ…

ମହାନଦୀ ଜଳବିବାଦ ଶୁଣାଣି: ଅସଂପୂର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ମହାନଦୀ ଜଳକୁ ନେଇ ଲାଗି ରହିଛି ବିବାଦ। ଏହି ମାମଲାକୁ ନେଇ ଆଜି ଶୁଣାଣି କରାଯାଇଥିବାବେଳେ ଆଜିର ସାକ୍ଷ୍ୟ ଗ୍ରହଣ ଅସମ୍ପୂର୍ଣ୍ଣ ରହିଲା। ଓଡ଼ିଶା ପକ୍ଷରୁ ପ୍ରଥମ ସାକ୍ଷୀ ଭାବେ ମନୋଜ ପଣ୍ଡାଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ମହାନଦୀ ଅବବାହିକାରେ ସାମାଜିକ ଅର୍ଥନୈତିକ ପ୍ରଭାବ ଉପରେ…