Odisha Link
Bridging the Missing Links in Odisha

ଆଜିଠୁ ଆରମ୍ଭ ହେବ ‘କୃଷି ଓଡ଼ିଶା-୨୦୨୪’: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: କୃଷିକ୍ଷେତ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଉପାୟରେ ପ୍ରାଧାନ୍ୟ ଦେଇଛନ୍ତି। ତେବେ ଆଜିଠୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୪’। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମାବେଶକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କାର୍ଯ୍ୟକ୍ରମରେ ୫ ହଜାର ମହିଳା ଚାଷୀ, ୨ ହଜାର ଏସଏଚଜି ମହିଳା ଓ କୃଷି ଉଦ୍ୟୋଗୀ ସାମିଲ ହେବେ। ଚଳିତବର୍ଷର ବିଷୟ ବସ୍ତୁ ରହିଛି ‘କୃଷି ପ୍ରଗତିରେ ମହିଳା’। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ବର ଜନତା ମଇଦାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Leave A Reply

Your email address will not be published.