Odisha Link
Bridging the Missing Links in Odisha

ଏଣିକି ସହଜରେ ପଢ଼ିହେବ ଡାକ୍ତରୀ ଚିଠା: ସରଳ ଅକ୍ଷରରେ ଲେଖିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ବିଭାଗୀୟ ନିର୍ଦ୍ଦେଶ ଜାରି ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲେଖା ଏମିତି ହେବା ଦରକାର ଯେମିତି କିଛି ସମସ୍ୟା ଉପୁଜୁନଥିବ। ତେବେ ପୂର୍ବରୁ ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.