Odisha Link
Bridging the Missing Links in Odisha
Daily Archives

January 16, 2024

ଝଲସୁଛି ଶ୍ରୀକ୍ଷେତ୍ର; ପରିକ୍ରମା…

ଓଏଲ୍‌ ବ୍ୟୁରୋ: ଝଲସୁଛି ଶ୍ରୀକ୍ଷେତ୍ର। ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ପୁରୀ ବଡଦାଣ୍ଡ। ଆସନ୍ତାକାଲି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ୫-ଟି ଅଧ୍ୟକ୍ଷ ତଦାରଖ କରୁଛନ୍ତି। ଯଜ୍ଞସ୍ଥଳରେ ଆଳତି…

ଚେକ୍‌ ଡ୍ୟାମ୍ ନିର୍ମାଣ ବେଳେ ଅଘଟଣ: ଜଣେ…

ଓଏଲ୍‌ ବ୍ୟୁରୋ: ଲକ୍ଷ୍ମୀପୁରରେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ପାହାଡ଼ରୁ ପଥର ଖସି ତଳେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ପଣସପୁଟ ଗାଁ ଜଙ୍ଗଲରେ ଚେକ୍‌ ଡ୍ୟାମ୍ ନିର୍ମାଣ ବେଳେ ଅଘଟଣ ହୋଇଛି। ହସ୍ପିଟାଲରେ ମୃତଦେହ ରଖି ପରିବାର ଲୋକ କ୍ଷତିପୂରଣ ଦାବି କରିଛନ୍ତି।

ଆସନ୍ତାକାଲି ପରିକ୍ରମା ପ୍ରକଳ୍ପର…

ଓଏଲ୍‌ ବ୍ୟୁରୋ: ଝଲସୁଛି ଶ୍ରୀକ୍ଷେତ୍ର। ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ପୁରୀ ବଡଦାଣ୍ଡ। ଆସନ୍ତାକାଲି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଡିଜିପି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପରିକ୍ରମା…

ବଢୁଛି ଡିପ୍‌ଫେକ୍ ଭିଡିଓ କାରନାମା;…

ଓଏଲ୍‌ ବ୍ୟୁରୋ: ଚିନ୍ତା ବଢ଼ାଉଛି ଡିପ୍‌ଫେକ୍ ଭିଡିଓ। ଆଜିକାଲି ଅଭିନେତ୍ରୀମାନଙ୍କ ନକଲି ବା ଡିପ୍‌ଫେକ୍ ଭାଇରାଲ ଭିଡିଓ ଖବର ଖୁବ୍ ଚର୍ଚ୍ଚାରେ ରହିଛି। ରଶ୍ମିକାଙ୍କ ଡିପ୍‌ଫେକ୍ ଭିଡିଓକୁ ନେଇ ଅନେକ ବିବାଦ ଦେଖାଦେଇଥିବା ବେଳେ ପରେ କ୍ୟାଟ୍ରିନା ଓ ସାରା ତେନ୍ଦୁଲକରଙ୍କ ନକଲି ଭିଡିଓ ପୁଣି ଚର୍ଚ୍ଚାର…

ଆସନ୍ତା ୨୭ରେ ଲୋକାର୍ପଣ ହେବ ମା’ ସମଲେଇ…

ଓଏଲ୍‌ ବ୍ୟୁରୋ: ସମ୍ବଲପୁରରେ ଚାଲିଥିବା ସମଲେଇ ପ୍ରକଳ୍ପ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୨୭ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଉଦ୍‌ଘାଟନ କରିବେ ବୋଲି ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସଞ୍ଜୟ ବାବୁ ସୂଚନା ଦେଇଛନ୍ତି। ସମ୍ବଲପୁର ମା’ ସମଲେଇ ପ୍ରକଳ୍ପ ପାଇଁ ଆଜି…

ସଜେଇ ହେଉଛି ଅଯୋଧ୍ୟା; ଆଉ ୬ ଦିନ ପରେ…

ଓଏଲ୍‌ ବ୍ୟୁରୋ: ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ନେଇ କମିଟି…

ବଢ଼ିଲା ବିଏସକେୱାଇ୍ କାର୍ଡର ପଞ୍ଜିକରଣ…

ଓଏଲ୍‌ ବ୍ୟୁରୋ: ଟଙ୍କା ପାଇଁ ରାଜ୍ୟରେ କାହାରି ଚିକିତ୍ସାରେ ଅବହେଳା ହେବ ନାହିଁ। ସମସ୍ତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଆଉ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନୂଆ ବର୍ଷରୁ ବିଏସକେୱାଇ୍-ନବୀନ କାର୍ଡର ଶୁଭାରମ୍ଭ ହୋଇଛି। ଗତ ୬ ତାରିଖରୁ ଏହି କାର୍ଡର ପଞ୍ଜିକରଣ ଆରମ୍ଭ ହୋଇଥିଲା।…

ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ: ପ୍ରତି…

ଓଏଲ୍‌ ବ୍ୟୁରୋ: ଆହୁରି ସହଜ ହେବ ଜଗା ଦର୍ଶନ। ପରିବହନ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ପ୍ରତି ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଏସି ବସ୍‌ ଯୋଜନା ଆରମ୍ଭ ହେବ। ଲକ୍ଷ୍ମୀ ଯୋଜନାର ତୃତୀୟ ସୋପାନରେ ଗଡ଼ିବ ‘ଜଗନ୍ନାଥ ଏକ୍ସପ୍ରେସ୍‌’। ଏସି ଡିଲକ୍ସ ବସ୍‌ରେ ଜିଲ୍ଲା ମୁଖ୍ୟାଳୟରୁ ଲୋକେ ଆସିପାରିବେ। ପ୍ରଥମ…

ଚର୍ଚ୍ଚିତ ହୋଟେଲ ବ୍ୟବସାୟୀ ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାର ବିଶ୍ୱଜିତ ନାୟକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଥିଲା। ଅଭିଯୁକ୍ତ ମହିଳା କେୟାରଟେକରକୁ ଗିରଫ କଲା ପୁଲିସ। ସମ୍ପତ୍ତି ଲୋଭରୁ ହତ୍ୟା କରାଯାଇଥିବା ସନ୍ଦେହରେ ଗିରଫ କରାଯାଇଛି। ସୁଙ୍କି ପୂର୍ବରୁ ଏକ ହତ୍ୟା ମାମଲାରେ ୧୨ ବର୍ଷ ସଜା କାଟିଥିବା ସୂଚନା ରହିଛି।…

ବିମାନ ଉଡାଣରେ ବିଳମ୍ବ ହେଲେ ଆଗୁଆ ଆସିବ…

ଓଏଲ୍‌ ବ୍ୟୁରୋ: ସମୟେ ସମୟେ ବିମାନ ସେବାର ବାଧା ବିଘ୍ନ ଦେଖାଯାଏ। ଯାହା ଦ୍ଵାରା ଯାତ୍ରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ତେବେ ଏଣିକି ବିମାନ ଉଡାଣରେ ବିଳମ୍ବ ହେଲେ ଯାତ୍ରୀଙ୍କୁ ହ୍ୱାଟ୍ସଆପ୍ ମାଧ୍ୟମରେ ଜଣାଇବେ ଏୟାରଲାଇନ୍ସ। ଇଣ୍ଡିଗୋ ବିମାନ ଘଟଣା ପରେ ଡିଜିସିଏ ପକ୍ଷରୁ ଏନେଇ ଏସଓପି…