ଦିଲ୍ଲୀରେ ଘନ କୁହୁଡ଼ିର ଆସ୍ତରଣ;…
ଓଏଲ୍ ବ୍ୟୁରୋ: ଭାରତରେ ଘନ କୁହୁଡ଼ି ଯୋଗୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଦିଲ୍ଲୀରେ ଘନ କୁହୁଡ଼ିର ଆସ୍ତରଣ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଛି। ବିଳମ୍ବରେ ଚାଲିଛି ଦିଲ୍ଲୀ ଯାଉଥିବା ୧୮ଟି ଟ୍ରେନ। ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ…