Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ; ଓଡ଼ିଶାରେ ପାଗ କୋହଲା

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ପାଗ କୋହଲା ରହିଛି। ପୁର୍ବାଲି ବାୟୁ ଓ ପଶ୍ଚିମାଝଡ଼ ପ୍ରଭାବରେ ଉପକୂଳରେ ବର୍ଷା ହୋଇଛି। ୨ଦିନ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାରେ ବର୍ଷା ହେବାର ଆଶଙ୍କା ରହିଥିବ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.