Odisha Link
Bridging the Missing Links in Odisha

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା: ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ସାମ୍ନାକୁ ଆସିଥିଲା। ହାଇକୋର୍ଟରେ ରାଜ୍ୟ ସରକାର ଜବାବ ଦାଖଲ କରିଛନ୍ତି। ଜିଲ୍ଲା ୱାରୀ ମେରିଟ୍ ଲିଷ୍ଟ ଜାରି କରିଥିବା ଜଣାଇଲେ। ପୂର୍ବ ପ୍ରକାଶିତ ଲିଷ୍ଟ ପ୍ରତ୍ୟାହାର ହୋଇଛି କି ନାହିଁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଆସନ୍ତା ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

Leave A Reply

Your email address will not be published.