Odisha Link
Bridging the Missing Links in Odisha

ଫେବ୍ରୁଆରୀ ୩ରେ ଓଡ଼ିଶା ଆସିବେ ପିଏମ୍ ମୋଦି

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ଆସନ୍ତା ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ବୋଲି ବିଜେପି ପକ୍ଷରୁ ସୂଚନା ଜାରି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସି ଆଇଆଇଏମ୍‌ ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗଦେବେ। ଆଇଆଇମ କାର୍ଯ୍ୟକ୍ରମ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଧାରଣ ସଭାରେ ଯୋଗଦେବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

Leave A Reply

Your email address will not be published.