Odisha Link
Bridging the Missing Links in Odisha
Daily Archives

January 29, 2024

ରାଜ୍ୟରେ ଶୀତର ଲେଉଟାଣି; ଘନକୁହୁଡ଼ି ନେଇ…

ଓଏଲ୍‌ ବ୍ୟୁରୋ: ପଶ୍ଚିମ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ମେଘୁଆ ଓ କୋହଲା ପାଗ ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା। ଏବେ ପୁଣି ତଳମୁହାଁ ହୋଇଛି ପାରଦ। ଯାହା ଫଳରେ ଶୀତ ବଢ଼ିବାରେ ଲାଗିଛି।…

ଶ୍ରେଷ୍ଠ ବିବେଚିତ ହେଲା ଓଡ଼ିଶାର…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ୭୫ତମ ସାଧାରଣତନ୍ତ୍ର ଦିବସରେ ପ୍ରଥମଥର ପାଇଁ କର୍ତ୍ତବ୍ୟପଥରେ ସାଧାରଣତନ୍ତ୍ର ପରେଡରେ ଭାଗ ନେଇଥିଲେ ବିଏସଏଫର ମହିଳା କାଣ୍ଟିଜେଣ୍ଟ ଓ ବ୍ରାସ ବ୍ୟାଣ୍ଡ। ଏଥର କର୍ତ୍ତବ୍ୟ ପଥରେ ମନମୋହିଛି ଓଡ଼ିଶା ପ୍ରଜ୍ଞାପନ ମେଢ଼। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ…

ଅଯୋଧ୍ୟାରେ ଜନସମାଗମ; ଶ୍ରୀରାମ…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାରେ ନିର୍ମିତ ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ପ୍ରତିଷ୍ଠା ପରେ ପ୍ରଥମ ସକାଳେ ଭକ୍ତମାନେ ପୂଜାପାଠ କରିବା ପାଇଁ ଶ୍ରୀରାମ ମନ୍ଦିରର ମୁଖ୍ୟ ଫାଟକରେ ବହୁ ସଂଖ୍ୟାରେ ଏକାଠି ହୋଇଥିଲେ। ଏବେ ବି ରାମଲାଲାଙ୍କ ଦର୍ଶନ ପାଇଁ…

ଭୁବନେଶ୍ୱରରେ ମଲ୍ଲିକାର୍ଜୁନ ଖଡ୍‌ଗେ;…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ଓଡ଼ିଶା ଗସ୍ତରେ ଆସିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ମଲ୍ଲିକାର୍ଜୁନ ଖଡଗେଙ୍କ ଦିନିକିଆ ଓଡିଶା…

ଟ୍ୱିନ୍ ସିଟିର ଦାୟିତ୍ବ ନେଲେ ଆଇପିଏସ୍…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଅଦଳବଦଳ କରିଛନ୍ତି। ସଂଜୀବ ପଣ୍ଡାଙ୍କୁ କଟକ-ଭୁବନେଶ୍ୱର ଟ୍ଵିନ ସିଟି ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପୁଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି। ତେବେ ଆଜି ଟ୍ୱିନ୍…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ!…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ୧୫ଟି ରାଜ୍ୟ ପାଇଁ ତାରିଖ ଘୋଷଣା ହେଲା।  ଏନେଇ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରଖାଯାଇଛି।…

ସୁନ୍ଦରଗଡ଼ ଗସ୍ତରେ ୫-ଟି ଅଧ୍ୟକ୍ଷ;…

ଓଏଲ୍‌ ବ୍ୟୁରୋ: ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଭବାନୀପୁର ସ୍ପୋର୍ଟସ କପ୍ଲେକ୍ସରେ ଆୟୋଜିତ ନୂଆ-ଓ ଫେଷ୍ଟରେ ଯୋଗ ଦେଇ ଭି.କେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି। ସ୍ପୋର୍ଟସ କପ୍ଲେକ୍ସରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଶହ ଶହ…

ଟ୍ୱିନ୍ ସିଟିକୁ ମିଳିଲା ନୂଆ ପୁଲିସ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଅଦଳବଦଳ କରିଛନ୍ତି। ସଂଜୀବ ପଣ୍ଡାଙ୍କୁ କଟକ-ଭୁବନେଶ୍ୱର ଟ୍ଵିନ ସିଟି ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପୁଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି। ତେବେ ଆଜି ଟ୍ୱିନ୍…

ଦିନିକିଆ ଓଡ଼ିଶା ଗସ୍ତରେ ମଲ୍ଲିକାର୍ଜୁନ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ଓଡ଼ିଶା ଗସ୍ତରେ ଆସିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ମଲ୍ଲିକାର୍ଜୁନ ଖଡଗେଙ୍କ ଦିନିକିଆ ଓଡିଶା…

ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ;…

ଓଏଲ୍‌ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀ, ଶିକ୍ଷକଙ୍କୁ ମୋଦି ସମ୍ବୋଧନ କରିଛନ୍ତି। ଭାରତ ମଣ୍ଡପ୍‌ମରେ ବିଶ୍ବ ନେତା ୨ ଦିନ ପାଇଁ ବସି ବିଶ୍ବର ଭବିଷ୍ୟତ କଥା ଆଲୋଚନା କରିଥିଲେ। ଆଜି ତମେ ବସିଛ ଆଉ ଭାରତର ଭବିଷ୍ୟତ କଥା…