Odisha Link
Bridging the Missing Links in Odisha

ସୁନ୍ଦରଗଡ଼ ଗସ୍ତରେ ୫-ଟି ଅଧ୍ୟକ୍ଷ; ନୂଆ-ଓ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଦେଲେ ଗୁରୁମନ୍ତ୍ର

ଓଏଲ୍‌ ବ୍ୟୁରୋ: ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଭବାନୀପୁର ସ୍ପୋର୍ଟସ କପ୍ଲେକ୍ସରେ ଆୟୋଜିତ ନୂଆ-ଓ ଫେଷ୍ଟରେ ଯୋଗ ଦେଇ ଭି.କେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି। ସ୍ପୋର୍ଟସ କପ୍ଲେକ୍ସରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଶହ ଶହ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି।

ସୂଚନା ଅନୁସାରେ, ଗତ ଜାନୁଆରୀ ୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯାଇଥିଲେ ୫-ଟି ଅଧ୍ୟକ୍ଷ। ସୁନ୍ଦରଗଡର ରାଜବାଟୀରେ ଥିବା ମା ସମଲେଇ ମନ୍ଦିର ସୌନ୍ଦଯ୍ୟକରଣ ଦିଗରେ ଆଲୋଚନା କରିଥିଲେ। କିଭଳି ଏକ ଭବ୍ୟ ମନ୍ଦିରର ରୂପନେବ ସୁନ୍ଦରଗଡର ସମଲେଇ ମନ୍ଦିର ତାକୁ ରାଜ୍ୟ ସରକାର ଫୋକସ କରିଥିବା କହିଥିଲେ।

Leave A Reply

Your email address will not be published.