Odisha Link
Bridging the Missing Links in Odisha
Daily Archives

January 30, 2024

କାଲିଠୁ ବଜେଟ ଅଧିବେଶନ; ସଂସଦକୁ ଫେରିବେ…

ଓଏଲ୍‌ ବ୍ୟୁରୋ: ମୋଦି ସରକାରର ଦ୍ବିତୀୟ ପାଳିର ଶେଷ ବଜେଟ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହେବ। ଏହାପୂରର୍ବରୁ ଶୀତ ଅଧିବେଶନରେ ନିଲମ୍ବିତ ହୋଇଥିବା ସାଂସଦମାନଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ ହୋଇଛି। ଶୀତ ଅଧିବେଶନରେ ହଟ୍ଟଗୋଳ ଓ ଅଶୋଭନୀୟ ଆଚରଣ ପାଇଁ ଉଭୟ ଗୃହର ୧୪୬ ସାଂସଦକୁ…

ରାଜ୍ୟ ମହିଳା କଂଗ୍ରେସ ସଭାପତି ହେଲେ…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ଓଡ଼ିଶା ପ୍ରଦେଶ କଂଗ୍ରେସ ଘର ସଜାଡ଼ିବା ଆରମ୍ଭ କରିଛି। ବର୍ତ୍ତମାନର ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତିଙ୍କୁ ମିଳିଛି ନୂଆ ଦାୟିତ୍ବ। ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାପତି ହେଲେ ମୀନାକ୍ଷୀ ବାହିନୀପତି। ତାଙ୍କ…

ମାଓ ଆକ୍ରମଣ: ୩ ଯବାନ ସହିଦ; ୧୪ ଆହତ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ର ବିଜାପୁର-ସୁକମା ସୀମାରେ ସୁରକ୍ଷାବାହିନୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌କାଉଣ୍ଟର ବେଳେ ନକ୍ସଲଙ୍କ ଆକ୍ରମଣରେ ୩ ଜଣ ସିଆରପିଏଫ୍‌ ଯବାନ ସହିତ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା…

ଡାକ୍ତରୀ ପିଲାଙ୍କ ପାଇଁ ବଡ଼…

ଓଏଲ୍‌ ବ୍ୟୁରୋ: ରାଜ୍ୟର ସରକାରୀ ମେଡିକାଲ୍ କଲେଜ କିମ୍ବା ଡେଣ୍ଟାଲ୍ କଲେଜରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହୋଇଥିବା ବଣ୍ଡ ନିୟମରେ ରାଜ୍ୟ ସରକାର ପରିବର୍ତ୍ତନ ଆଣିଛନ୍ତି। ଡାକ୍ତରୀ ପିଲାଙ୍କ ପାଇଁ କଡ଼ା ନିୟମ ଘୋଷଣା କରାଯାଇଛି। ପାଠପଢ଼ା ସରିବା ପରେ ୨ ବର୍ଷ ସରକାରୀ ମେଡିକାଲରେ କାମ କରିବା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ଠାବ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଜଳସେଚନ କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସଂପତ୍ତି ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ କରାଯାଇଛି। ମାଲକାନଗିରି ଜଳ ସମ୍ପଦ ବିଭାଗର ଅଫିସର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘରେ ଏହି ଚଢାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି।…

ଶ୍ରେଷ୍ଠ ବିବେଚିତ ହେଲା ଓଡ଼ିଶାର…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ୭୫ତମ ସାଧାରଣତନ୍ତ୍ର ଦିବସରେ ପ୍ରଥମଥର ପାଇଁ କର୍ତ୍ତବ୍ୟପଥରେ ସାଧାରଣତନ୍ତ୍ର ପରେଡରେ ଭାଗ ନେଇଥିଲେ ବିଏସଏଫର ମହିଳା କାଣ୍ଟିଜେଣ୍ଟ ଓ ବ୍ରାସ ବ୍ୟାଣ୍ଡ। ଏଥର କର୍ତ୍ତବ୍ୟ ପଥରେ ମନମୋହିଛି ଓଡ଼ିଶା ପ୍ରଜ୍ଞାପନ ମେଢ଼। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ…

ନିର୍ବାଚନ ଲଢ଼ିବେନି ଆଉ ଜଣେ ବରିଷ୍ଠ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ସୁର ରାଉତରାୟଙ୍କ ପରେ ଆଉ ଜଣେ ବରିଷ୍ଠ କଂଗ୍ରେସ ନେତା ଲଢ଼ିବେନି ୨୦୨୪ ନିର୍ବାଚନ। ନରସିଂହ ମିଶ୍ର କହିଲେ, ତାଙ୍କ…

ବ୍ରହ୍ମପୁର ଗସ୍ତରେ ୫-ଟି ଅଧ୍ୟକ୍ଷ:…

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ଗସ୍ତରେ ୫-ଟି ଅଧ୍ୟକ୍ଷ। ଆମ୍ବପୁଆରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଦିନକୁ ୧୪ ଘଣ୍ଟା କଠିନ ପରିଶ୍ରମ କଲେ ନିଶ୍ଚିତ ରୂପେ ସଫଳତା ପାଦ ଚୁମିବ ବୋଲି ସେ କହିଛନ୍ତି। ସେ ଏହାର ଉଦାହରଣ…

ଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ ଯୁବ…

ଓଏଲ୍‌ ବ୍ୟୁରୋ: ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ଯୁବ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ତଥା ଜଗତସିଂହପୁର ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ରଘୁନନ୍ଦନ ଦାସ, ସାଂସଦ ଡ଼ଃ ରାଜଶ୍ରୀ ମଲ୍ଲିକ, ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗର ଉପଦେଷ୍ଟା…

ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାର ଆଜି ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସର୍ବାଧିକ ଚର୍ଚ୍ଚାରେ ଥିବା ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କୁ ବଦଳି କରିଛନ୍ତି ସରକାର।…