Odisha Link
Bridging the Missing Links in Odisha

ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ; ୪ରେ ସର୍ବଦଳୀୟ ବୈଠକ

ଓଏଲ୍‌ ବ୍ୟୁରୋ: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ଏଥର ବିଧାନସଭାରେ ୭ଟି କାର୍ଯ୍ୟଦିବସ ରହିଛି। ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ୫ରେ ରାଜ୍ୟପାଳ ଅଭିଭାଷଣ ରଖିବେ। ୮ରେ କାମଚଳା ବଜେଟ ଉପସ୍ଥାପନ କରାଯିବ। ଏହା ପୂର୍ବରୁ ବାଚସ୍ପତି ଫେବ୍ରୁଆରୀ ୪ରେ ସର୍ବଦଳୀୟ ବୈଠକ ଡାକିଛନ୍ତି।

Leave A Reply

Your email address will not be published.