Odisha Link
Bridging the Missing Links in Odisha

ମହଙ୍ଗା ପଡ଼ିଲା ଆୟ ବର୍ହିଭୂତ ସଂପତ୍ତି; ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଜଳସେଚନ କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସଂପତ୍ତି ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ କରାଯାଇଛି। ମାଲକାନଗିରି ଜଳ ସମ୍ପଦ ବିଭାଗର ଅଫିସର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘରେ ଏହି ଚଢାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। ମାଲକାନଗିରି ଅଫିସ ଓ ଘରେ ଭିଜିଲାନ୍ସ ରେଡ୍ ଚାଲିଛି। ଜଳେଶ୍ବର, ଭୁବନେଶ୍ବର, ବାଲେଶ୍ବରରେ ବି ରେଡ୍ ଜାରି ରହିଛି।

Leave A Reply

Your email address will not be published.