Odisha Link
Bridging the Missing Links in Odisha
Monthly Archives

February 2024

୮ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ…

ଓଏଲ୍‌ ବ୍ୟୁରୋ: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସ୍ବାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସମେତ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ଏଥିରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଏଣିକି…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ:…

ଓଏଲ୍‌ ବ୍ୟୁରୋ: ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ରତ୍ନଭଣ୍ଡାରର ଲେଜର ସ୍କାନିଂ ଏଏସଆଇ ରିପୋର୍ଟ ଦାଖଲ କରିଛି। ବାହାର କାନ୍ଥର ପ୍ଲାଷ୍ଟରରେ ଫାଟ ରହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଫ୍ଲାଷ୍ଟର ଛଡ଼ାଇଲେ ଫାଟର ଗଭୀରତା ଜାଣିହେବ ବୋଲି ରିପୋର୍ଟରୁ ସ୍ପଷ୍ଟ ଜଣା ପଡିଛି। ଏଏସଆଇ…

ଧରଣୀଧର ବିଶ୍ଵବିଦ୍ୟାଳୟରେ ମହାମହିମ…

ଓଏଲ୍‌ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଏହି ଅବସରରେ କେନ୍ଦୁଝରରେ ପହଁଞ୍ଚିଛନ୍ତି ରାଷ୍ଟ୍ରପତି। ଧରଣୀଧର ବିଶ୍ଵବିଦ୍ୟାଳୟର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ…

ଠାକୁରଙ୍କ କାମ କରିପାରିବି, ମୋ ପାଇଁ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କରିବା ପାଇଁ କମିଟି ଗଠନ କରାଯାଇଅଛି। ତଦାରଖ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟିର…

ପଦ୍ମ ଧରିଲେ ଚିଲିକା ବିଧାୟକ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା…

ରତ୍ନଭଣ୍ଡାର ପାଇଁ କମିଟି ଗଠନ; ତଦାରଖ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କରିବା ପାଇଁ କମିଟି ଗଠନ କରାଯାଇଅଛି। ତଦାରଖ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟିର…

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ କେନ୍ଦ୍ରୀୟ ନେତାଙ୍କ ଓଡିଶା ଗସ୍ତ…

ଜାଗା ମିଶନ ଲୋକଙ୍କ ପାଇଁ ଆର୍ଶିବାଦ:…

ଓଏଲ୍‌ ବ୍ୟୁରୋ: ସହରାଞ୍ଚଳ ରୂପାନ୍ତର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ସହରାଞ୍ଚଳ ରୂପାନ୍ତର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ୫-ଟିରେ ଚାଲିଥିବା ବିକାଶ ଲୋକଙ୍କ ଜୀବନରେ ଉନ୍ନତି ଆଣିଛି। ସହରର ଗରିବ ଲୋକ ନିଜର…

ବାଇକ-ସ୍କୁଟି ଧକ୍କା; ଚାଲିଗଲା ୩ ଜୀବନ

ଓଏଲ୍‌ ବ୍ୟୁରୋ: ବାରିପଦାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ବାଇକ୍‌ ସ୍କୁଟି ମୁହାଁମୁହିଁ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଉଦଳା ରାସ୍ତା ବାଲିଯୋଡ଼ା ଛକରେ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ରହିଛି। ଘଟଣାସ୍ଥଳରେ ପୁଲିସ…