Odisha Link
Bridging the Missing Links in Odisha

ବାଣ କାରଖାନାରେ ବିସ୍ଫୋରଣ: ୬ ମୃତ

ଓଏଲ୍‌ ବ୍ୟୁରୋ: ମଧ୍ୟପ୍ରଦେଶର ଏକ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଛି। ହାର୍ଦା ଜିଲ୍ଲାରେ ବାଣ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ପରେ ବିସ୍ଫୋରଣ ହୋଇଛି। ୬୦ରୁ ଅଧିକ ଆହତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।

Leave A Reply

Your email address will not be published.