Odisha Link
Bridging the Missing Links in Odisha
Daily Archives

February 10, 2024

ବଡ଼ ଖବର: ମଧୁବାବୁ ପେନସନ ଯୋଜନାରେ ୫୦୦…

ଓଏଲ୍‌ ବ୍ୟୁରୋ: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ…

୨୦୨୪ ନିର୍ବାଚନ ପୂର୍ବରୁ ଲାଗୁ ହେବ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ସମ୍ପର୍କରେ ସେ କହିଛନ୍ତି, ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ସିଏଏ କାର୍ଯ୍ୟକାରି କରିବା ପାଇଁ ବିଜ୍ଞପ୍ତି ଜାରି କରାଯିବ । ୨୦୧୯ ପୂର୍ବରୁ ଏହି ଆଇନ…

ଆରପାରିରେ ସୁଜ୍ଞାନ କୁମାରୀ ଦେଓ; ଶୋକ…

ଓଏଲ୍‌ ବ୍ୟୁରୋ: ପରଲୋକର ପୂର୍ବତନ ବିଧାୟିକା ସୁଜ୍ଞାନ କୁମାରୀ ଦେଓ। ଶୁକ୍ରବାର ବିଳମ୍ବିତ ରାତିରେ ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ହୋଇଥିବା ସୂଚନା। ସେ ୧୦ ଥର ବିଧାୟକ ଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖବର ଶୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ସ୍ବାସ୍ଥ୍ୟାବସ୍ଥା…

ନିର୍ବାଚନ ଋତୁରେ କଂଗ୍ରେସରେ ମିଶିଲେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଋତୁରେ ହାତ ସାଥେ ହାତ ମିଶାଇଲେ ଅଭିନେତା ମନୋଜ ମିଶ୍ର। ନିର୍ବାଚନ ପାଖେଇ ଆସୁଥିବା ବେଳେ ଆଜି ଜଣାଶୁଣା ଅଭିନେତା ମନୋଜ ମିଶ୍ର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ…

ଖଲ୍ଲିକୋଟ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ…

ଓଏଲ ବ୍ୟୁରୋ: ପରଲୋକର ପୂର୍ବତନ ବିଧାୟିକା ସୁଜ୍ଞାନ କୁମାରୀ ଦେଓ | ଶୁକ୍ରବାର ବିଳମ୍ବିତ ରାତିରେ ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ହୋଇଥିବା ସୂଚନା |ସେ  10ଥର ବିଧାୟକ ଥିଲେ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ । ରାଣୀଙ୍କ ବିୟୋଗରେ ରାଜ୍ୟ…